ଯାତ୍ରା ପୁସ୍ତକ 28:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିଉତ୍ତାରେ ତୁମ୍ଭେ ଦୁଇ ଗୋମେଦକ ମଣି ଘେନି ତହିଁ ଉପରେ ଇସ୍ରାଏଲର ପୁତ୍ରମାନଙ୍କ ନାମ ଖୋଦିତ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଅନନ୍ତର ତୁମ୍ଭେ ଦୁଇ ଗୋମେଦକ ମଣିଘେନି ତହିଁ ଉପରେ ଇସ୍ରାଏଲ-ପୁତ୍ରମାନଙ୍କ ନାମ ଖୋଳିବ। Gade chapit laଓଡିଆ ବାଇବେଲ9 ଏଥିଉତ୍ତାରେ ତୁମ୍ଭେ ଦୁଇ ଗୋମେଦକ ମଣି ଘେନି ତହିଁ ଉପରେ ଇସ୍ରାଏଲର ପୁତ୍ରମାନଙ୍କ ନାମ ଖୋଦିତ କରିବ। Gade chapit laପବିତ୍ର ବାଇବଲ9 “ଦୁଇଟି ଗୋମେଦକମଣି ନେଇ ତହିଁ ଉପରେ ଇସ୍ରାଏଲ ପୁତ୍ରମାନଙ୍କ ନାମ ଖୋଦିତ କରିବ। Gade chapit la |
ଏବେ ମୁଁ ଆପଣାର ସମସ୍ତ ଶକ୍ତିରେ ମୋʼ ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରଚୁର ରୂପେ ସ୍ୱର୍ଣ୍ଣମୟ ଦ୍ରବ୍ୟ ପାଇଁ ସୁନା ଓ ରୌପ୍ୟମୟ ଦ୍ରବ୍ୟ ପାଇଁ ରୂପା ଓ ପିତ୍ତଳମୟ ଦ୍ରବ୍ୟ ପାଇଁ ପିତ୍ତଳ, ଲୌହମୟ ଦ୍ରବ୍ୟ ପାଇଁ ଲୁହା ଓ କାଷ୍ଠମୟ ଦ୍ରବ୍ୟ ପାଇଁ କାଷ୍ଠ; ଗୋମେଦକ ମଣି ଓ ଖଚନାର୍ଥକ ପ୍ରସ୍ତର, ଜଡ଼ିତ-କର୍ମାର୍ଥକ ପ୍ରସ୍ତର ଓ ନାନା ବର୍ଣ୍ଣର ପ୍ରସ୍ତର ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର ଓ ମର୍ମର ପ୍ରସ୍ତର ଆୟୋଜନ କରିଅଛି।