Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 29:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହୁଁ ତୁମ୍ଭେ ସମାଗମ-ତମ୍ବୁର ଦ୍ୱାର ସମୀପରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସକୁ ବଧ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହୁଁ ତୁମ୍ଭେ ସମାଗମ-ତମ୍ଵୁ ଦ୍ଵାର ସମୀପରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସକୁ ବଧ କରିବ।

Gade chapit la Kopi

ଓଡିଆ ବାଇବେଲ

11 ତହୁଁ ତୁମ୍ଭେ ସମାଗମ-ତମ୍ବୁର ଦ୍ୱାର ସମୀପରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସକୁ ବଧ କରିବ।

Gade chapit la Kopi

ପବିତ୍ର ବାଇବଲ

11 ଏହା ପରେ ସେହି ବାଛୁରିକୁ ସେହିଠାରେ ଅର୍ଥାତ୍ ସେହି ପ୍ରବେଶ ଦ୍ୱାର ନିକଟରେ ହତ୍ୟା କର। ଏହା ସଦାପ୍ରଭୁଙ୍କ ସମ୍ମୁଖରେ ହେବ।

Gade chapit la Kopi




ଯାତ୍ରା ପୁସ୍ତକ 29:11
10 Referans Kwoze  

ଏଥିଉତ୍ତାରେ ହାରୋଣ ହୋମାର୍ଥକ ବଳି ବଧ କଲେ; ପୁଣି ତାହାଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ।


ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ହାରୋଣ ବେଦି ନିକଟକୁ ଯାଇ ଆପଣା ପାପାର୍ଥକ ବଳିର ଗୋବତ୍ସ ବଧ କଲେ।


ତହୁଁ ସେ ତାକୁ ବଧ କଲେ; ପୁଣି ମୋଶା ରକ୍ତ ନେଇ ଅଙ୍ଗୁଳି ଦ୍ୱାରା ବେଦିର ଚାରିଆଡ଼େ ଶୃଙ୍ଗ ଉପରେ ଦେଇ ବେଦିକୁ ପବିତ୍ର କଲେ; ଆଉ, ବେଦି ମୂଳରେ ସେହି ରକ୍ତ ଢାଳିଦେଲେ ଓ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପବିତ୍ର କଲେ।


ଆଉ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣି ଜଳରେ ସେମାନଙ୍କୁ ସ୍ନାନ କରାଇବ।


ଏଥିଉତ୍ତାରେ ତୁମ୍ଭେ ସମାଗମ-ତମ୍ବୁ ସମ୍ମୁଖକୁ ସେହି ଗୋବତ୍ସ ଅଣାଇବ, ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ଗୋବତ୍ସର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।


ଏଥିଉତ୍ତାରେ ଗୋବତ୍ସର ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ବେଦିର ଶୃଙ୍ଗ ଉପରେ ଦେବ, ପୁଣି, ବେଦି ମୂଳରେ ଆଉ ସବୁ ରକ୍ତ ଢାଳି ଦେବ।


ପୁଣି, ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତ ରଖି ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚତୁର୍ଦ୍ଦିଗରେ ଛିଞ୍ଚିବେ।


ଆଉ, ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମାର୍ଥକ ବଳି ବଧ କରାଯାଏ, ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ; କାରଣ ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯାଜକର ଅଟଇ; ତାହା ମହାପବିତ୍ର ଅଟେ।


ପୁଣି ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସ ଆଣି ତାହା ମସ୍ତକରେ ହସ୍ତ ରଖି ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ।


Swiv nou:

Piblisite


Piblisite