ଯାତ୍ରା ପୁସ୍ତକ 29:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମାତ୍ର ଗୋବତ୍ସର ମାଂସ, ଚର୍ମ ଓ ଗୋମୟ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କରିବ; ଏହା ପାପାର୍ଥକ ବଳି ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ମାତ୍ର ଗୋବତ୍ସର ମାଂସ, ଚର୍ମ ଓ ଗୋମୟ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କରିବ; ଏହା ପାପାର୍ଥକ ବଳି। Gade chapit laଓଡିଆ ବାଇବେଲ14 ମାତ୍ର ଗୋବତ୍ସର ମାଂସ, ଚର୍ମ ଓ ଗୋମୟ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କରିବ; ଏହା ପାପାର୍ଥକ ବଳି ଅଟେ। Gade chapit laପବିତ୍ର ବାଇବଲ14 ଏହା ପରେ ବାଛୁରିର ମାଂସ, ଚର୍ମ ଏବଂ ତା'ର ଗୋବର ନେଇ ଛାଉଣି ବାହାରେ ଦଗ୍ଧ କର। ଏହା ଯାଜକମାନଙ୍କ ପାଇଁ ନୈବେଦ୍ୟ ହେବ। Gade chapit la |