Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 29:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିଉତ୍ତାରେ ତୁମ୍ଭେ ପ୍ରଥମ ମେଷ ନେବ; ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଅନନ୍ତର ତୁମ୍ଭେ ପ୍ରଥମ ମେଷ ନେବ; ପୁଣି ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣାମାନଙ୍କ ହସ୍ତର ନିର୍ଭର ଦେବେ।

Gade chapit la Kopi

ଓଡିଆ ବାଇବେଲ

15 ଏଥିଉତ୍ତାରେ ତୁମ୍ଭେ ପ୍ରଥମ ମେଷ ନେବ; ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।

Gade chapit la Kopi

ପବିତ୍ର ବାଇବଲ

15 “ଏହା ପରେ ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ କୁହ ସେମାନେ ତାଙ୍କର ହସ୍ତ ଏକ ଅଣ୍ଡିରା ମେଷର ମସ୍ତକ ଉପରେ ରଖିବେ।

Gade chapit la Kopi




ଯାତ୍ରା ପୁସ୍ତକ 29:15
7 Referans Kwoze  

ଏଥିଉତ୍ତାରେ ତୁମ୍ଭେ ଦ୍ୱିତୀୟ ମେଷକୁ ନେବ, ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।


ଏଥିଉତ୍ତାରେ ତୁମ୍ଭେ ସମାଗମ-ତମ୍ବୁ ସମ୍ମୁଖକୁ ସେହି ଗୋବତ୍ସ ଅଣାଇବ, ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ଗୋବତ୍ସର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।


ପୁଣି, ଗୋଟିଏ ଡାଲାରେ ତାହା ରଖିବ, ସେହି ଗୋବତ୍ସ ଓ ଦୁଇ ମେଷ ସଙ୍ଗରେ ଘେନି ସେହି ଡାଲା ଆଣିବ।


ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର ରକ୍ତ ନେଇ ବେଦି ଉପରେ ଚାରିଆଡ଼େ ଛିଞ୍ଚିବ।


ପୁଣି, ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତ ରଖି ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚତୁର୍ଦ୍ଦିଗରେ ଛିଞ୍ଚିବେ।


Swiv nou:

Piblisite


Piblisite