Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 29:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର ରକ୍ତ ନେଇ ବେଦି ଉପରେ ଚାରିଆଡ଼େ ଛିଞ୍ଚିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର ରକ୍ତ ନେଇ ବେଦି ଉପରେ ଚାରିଆଡ଼େ ଛିଞ୍ଚିବ।

Gade chapit la Kopi

ଓଡିଆ ବାଇବେଲ

16 ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର ରକ୍ତ ନେଇ ବେଦି ଉପରେ ଚାରିଆଡ଼େ ଛିଞ୍ଚିବ।

Gade chapit la Kopi

ପବିତ୍ର ବାଇବଲ

16 ସେହି ଅଣ୍ଡିରା ମେଷକୁ ହତ୍ୟା କର ଓ ତା'ର ରକ୍ତ ସଂଗ୍ରହ କର। ସେହି ରକ୍ତକୁ ଯଜ୍ଞବେଦିର ଗ୍ଭରିକାନ୍ଥରେ ଛିଞ୍ଚି ଦିଅ।

Gade chapit la Kopi




ଯାତ୍ରା ପୁସ୍ତକ 29:16
5 Referans Kwoze  

ଏଥିଉତ୍ତାରେ ତୁମ୍ଭେ ପ୍ରଥମ ମେଷ ନେବ; ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।


ତହିଁ ଉତ୍ତାରେ ମେଷକୁ ଖଣ୍ଡ ଖଣ୍ଡ କରି ତାହାର ଅନ୍ତ୍ର ଓ ଗୋଡ଼ ଧୌତ କରି ତାହାସବୁ ସେହି ଖଣ୍ଡସକଳ ଓ ମସ୍ତକ ସହ ରଖିବ।


ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସକୁ ବଧ କରିବ; ଆଉ, ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ବେଦି ଉପର ଚାରିଆଡ଼େ ଛିଞ୍ଚିବେ।


ପୁଣି, ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତ ରଖି ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚତୁର୍ଦ୍ଦିଗରେ ଛିଞ୍ଚିବେ।


Swiv nou:

Piblisite


Piblisite