Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 29:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହିଁ ଉତ୍ତାରେ ମେଷକୁ ଖଣ୍ଡ ଖଣ୍ଡ କରି ତାହାର ଅନ୍ତ୍ର ଓ ଗୋଡ଼ ଧୌତ କରି ତାହାସବୁ ସେହି ଖଣ୍ଡସକଳ ଓ ମସ୍ତକ ସହ ରଖିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତହିଁ ଉତ୍ତାରେ ମେଷକୁ ଖଣ୍ତ ଖଣ୍ତ କରି ତାହାର ଅନ୍ତ୍ର ଓ ଗୋଡ଼ ଧୌତ କରି ତାହାସବୁ ସେହି ଖଣ୍ତସକଳ ଓ ମସ୍ତକ ଉପରେ ରଖିବ।

Gade chapit la Kopi

ଓଡିଆ ବାଇବେଲ

17 ତହିଁ ଉତ୍ତାରେ ମେଷକୁ ଖଣ୍ଡ ଖଣ୍ଡ କରି ତାହାର ଅନ୍ତ୍ର ଓ ଗୋଡ଼ ଧୌତ କରି ତାହାସବୁ ସେହି ଖଣ୍ଡସକଳ ଓ ମସ୍ତକ ସହ ରଖିବ।

Gade chapit la Kopi

ପବିତ୍ର ବାଇବଲ

17 ଏହା ପରେ ଅଣ୍ଡିରା ମେଷକୁ ଖଣ୍ଡ ଖଣ୍ଡ କରି କାଟ। ତାହାର ଅନ୍ତ ଓ ଗୋଡ଼ ଧୌତ କରି ତାହା ସବୁ ସେହି ଖଣ୍ଡ ସକଳ ଓ ତା'ର ମସ୍ତକ ସହିତ ରଖ।

Gade chapit la Kopi




ଯାତ୍ରା ପୁସ୍ତକ 29:17
9 Referans Kwoze  

ହେ ଅନ୍ଧ ଫାରୂଶୀ, ଆଗେ ଗିନାର ଭିତର ସଫା କର, ଯେପରି ସେଥିର ବାହାର ମଧ୍ୟ ସଫା ହେବ।


ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ?


ପୁଣି, ସେ ଅନ୍ତ ଓ ପାଦ ଧୌତ କରି ହୋମଦ୍ରବ୍ୟ ସହିତ ବେଦି ଉପରେ ଦଗ୍ଧ କଲେ।


ଆଉ, ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କଲେ। ପୁଣି, ମୋଶା ବେଦି ଉପରେ ମେଷ ସମେତ ଦଗ୍ଧ କଲେ, ଏହା ତୁଷ୍ଟିଜନକ ଆଘ୍ରାଣାର୍ଥକ ହୋମବଳି; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର। ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।


ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ସେହି ସମସ୍ତ ଉତ୍ସର୍ଗ କରି ବେଦି ଉପରେ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍‍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।


ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍‍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।


ତୁମ୍ଭେମାନେ ସେହି ମାଂସ ଅପକ୍ୱ କିମ୍ବା ଜଳରେ ସିଦ୍ଧ କରି ଭୋଜନ କରିବ ନାହିଁ, ମାତ୍ର ଅଗ୍ନିରେ ତାହାର ମୁଣ୍ଡ ଓ ଜଙ୍ଘ ଶରୀର ସମେତ ଦଗ୍ଧ କରି ଭୋଜନ କରିବ।


ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର ରକ୍ତ ନେଇ ବେଦି ଉପରେ ଚାରିଆଡ଼େ ଛିଞ୍ଚିବ।


ପୁଣି, ତୁମ୍ଭେ ସମ୍ପୂର୍ଣ୍ଣ ମେଷକୁ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କର ହୋମବଳି ଓ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।


Swiv nou:

Piblisite


Piblisite