ଯାତ୍ରା ପୁସ୍ତକ 29:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ତୁମ୍ଭେ ସମ୍ପୂର୍ଣ୍ଣ ମେଷକୁ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କର ହୋମବଳି ଓ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)18 ପୁଣି ତୁମ୍ଭେ ମେଷକୁ ଗୋଟାଯାକ ବେଦି ଉପରେ ଦଗ୍ଧ କରିବନ୍ତତାହା ସଦାପ୍ରଭୁଙ୍କର ହୋମବଳି ଓ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର। Gade chapit laଓଡିଆ ବାଇବେଲ18 ପୁଣି, ତୁମ୍ଭେ ସମ୍ପୂର୍ଣ୍ଣ ମେଷକୁ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କର ହୋମବଳି ଓ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ। Gade chapit laପବିତ୍ର ବାଇବଲ18 ଏହା ପରେ ଗୋଟା ମେଷକୁ ଯଜ୍ଞବେଦି ଉପରେ ଦଗ୍ଧ କରିବ। ତାହା ସଦାପ୍ରଭୁଙ୍କ ପାଇଁ ହୋମବଳି। ଏହା ସଦାପ୍ରଭୁଙ୍କ ପାଇଁ ସୁବାସିତ ଉପହାର। Gade chapit la |