Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 29:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏଥିଉତ୍ତାରେ ତୁମ୍ଭେ ଦ୍ୱିତୀୟ ମେଷକୁ ନେବ, ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଅନନ୍ତର ତୁମ୍ଭେ ଦ୍ଵିତୀୟ ମେଷକୁ ନେବ, ପୁଣି ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ହସ୍ତ ନିର୍ଭର ଦେବେ।

Gade chapit la Kopi

ଓଡିଆ ବାଇବେଲ

19 ଏଥିଉତ୍ତାରେ ତୁମ୍ଭେ ଦ୍ୱିତୀୟ ମେଷକୁ ନେବ, ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।

Gade chapit la Kopi

ପବିତ୍ର ବାଇବଲ

19 “ହାରୋଣକୁ ଏବଂ ତାଙ୍କର ପୁତ୍ରମାନଙ୍କୁ ଅନ୍ୟ ଅଣ୍ଡିରା ମେଷ ମୁଣ୍ଡ ଉପରେ ହାତ ରଖିବାକୁ କୁହ।

Gade chapit la Kopi




ଯାତ୍ରା ପୁସ୍ତକ 29:19
5 Referans Kwoze  

ପୁଣି, ଗୋଟିଏ ଡାଲାରେ ତାହା ରଖିବ, ସେହି ଗୋବତ୍ସ ଓ ଦୁଇ ମେଷ ସଙ୍ଗରେ ଘେନି ସେହି ଡାଲା ଆଣିବ।


ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ, ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଲଗାଇବ, ପୁଣି, ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ।


ପୁଣି, ସେ ହୋମବଳିର ମସ୍ତକରେ ଆପଣା ହସ୍ତ ରଖିବ; ତହିଁରେ ସେହି ବଳି ତାହାର ପ୍ରାୟଶ୍ଚିତ୍ତ ରୂପେ ଗ୍ରାହ୍ୟ ହେବ।


ପୁଣି, ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତ ରଖି ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚତୁର୍ଦ୍ଦିଗରେ ଛିଞ୍ଚିବେ।


Swiv nou:

Piblisite


Piblisite