ଯାତ୍ରା ପୁସ୍ତକ 29:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ସରୁ ଚକୁଳି ଗହମ ମଇଦାରେ ପ୍ରସ୍ତୁତ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି ତାଡ଼ିଶୂନ୍ୟ ରୋଟୀ ଓ ତୈଳମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ସରୁ ଚକୁଳି ଗହମ ମଇଦାରେ ପ୍ରସ୍ତୁତ କରିବ, Gade chapit laଓଡିଆ ବାଇବେଲ2 ପୁଣି, ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ସରୁ ଚକୁଳି ଗହମ ମଇଦାରେ ପ୍ରସ୍ତୁତ କରିବ। Gade chapit laପବିତ୍ର ବାଇବଲ2 ଏହା ପରେ ତାଡ଼ିଶୂନ୍ୟ ରୋଟୀ ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ଚକୁଳୀ, ଏବଂ ତୈଳଯୁକ୍ତ ସରୁ ପିଠା, ଏହିସବୁ ଭଲ ଗହମରୁ ପ୍ରସ୍ତୁତ ତାଡ଼ିଶୂନ୍ୟ ଅଟାରୁ ପ୍ରସ୍ତୁତ କରିବ। Gade chapit la |