Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 29:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଥିଉତ୍ତାରେ ବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି, ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ; ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି, ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଅନନ୍ତର ବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ; ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ।

Gade chapit la Kopi

ଓଡିଆ ବାଇବେଲ

21 ଏଥିଉତ୍ତାରେ ବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି, ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ; ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି, ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ।

Gade chapit la Kopi

ପବିତ୍ର ବାଇବଲ

21 ଏହା ପରେ ଯଜ୍ଞବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ। ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ।

Gade chapit la Kopi




ଯାତ୍ରା ପୁସ୍ତକ 29:21
16 Referans Kwoze  

ପୁଣି, ମୋଶାଙ୍କ ବ୍ୟବସ୍ଥା ଅନୁସାରେ ପ୍ରାୟ ସମସ୍ତ ବିଷୟ ରକ୍ତ ଦ୍ୱାରା ଶୁଚିକୃତ ହୁଏ, ଆଉ ରକ୍ତପାତ ବିନା ପାପ କ୍ଷମା ହୁଏ ନାହିଁ।


ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେ; ଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ରସକଳକୁ ପବିତ୍ର କଲେ।


ଏଉତ୍ତାରେ ଅଭିଷେକାର୍ଥକ ତୈଳ ଘେନି ତାହାର ମସ୍ତକ ଉପରେ ଢ଼ାଳି ତାହାକୁ ଅଭିଷେକ କରିବ।


ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ସେମାନଙ୍କୁ ପ୍ରତିଷ୍ଠା କରିବା ପାଇଁ ତୁମ୍ଭେ ସେମାନଙ୍କ ପ୍ରତି ଏହି ସମସ୍ତ କର୍ମ କରିବ; ନିଖୁନ୍ତ ଏକ ଗୋବତ୍ସ ଓ ଦୁଇ ମେଷ ନେବ,


ତେବେ ଭାବି ଦେଖ, ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ଅପବିତ୍ର ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ!


ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି।”


ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ, ଯାହା ଦାଢ଼ିରେ, ଅର୍ଥାତ୍‍, ହାରୋଣଙ୍କର ଦାଢ଼ିରେ ବହି ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା।


ପୁଣି ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ପାଇଁ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ।


ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ, ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଲଗାଇବ, ପୁଣି, ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ।


ଆହୁରି, ତୁମ୍ଭେ ସେହି ମେଷର ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ୍ର ଉପରିସ୍ଥ ମେଦ, ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଦୁଇ ଗୁର୍ଦା, ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନେବ, ଯେହେତୁ ତାହା ଉତ୍ସର୍ଗୀକୃତ ମେଷ ଅଟେ।


ଆଉ, ସେ ତାକୁ ବଧ କଲେ; ତହୁଁ ମୋଶା ତାହାର କିଛି ରକ୍ତ ନେଇ ହାରୋଣଙ୍କର ଡାହାଣ କର୍ଣ୍ଣପ୍ରାନ୍ତରେ ଓ ତାଙ୍କର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ।


ଯେଉଁ ଦିନ ମୋଶା ସଦାପ୍ରଭୁଙ୍କ ଛାମୁରେ ଯାଜକ କର୍ମ କରିବା ନିମନ୍ତେ ହାରୋଣଙ୍କୁ ଓ ତାହାର ପୁତ୍ରଗଣଙ୍କୁ ଉପସ୍ଥିତ କରାଇଲେ, ସେହି ଦିନଠାରୁ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରୁ ଏହା ହିଁ ସେମାନଙ୍କର ଅଭିଷେକ ଅଂଶ;


Swiv nou:

Piblisite


Piblisite