Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 29:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି, ସଦାପ୍ରଭୁଙ୍କ ଛାମୁସ୍ଥିତ ତାଡ଼ିଶୂନ୍ୟ ରୁଟିର ଡାଲାରୁ ଏକ ରୁଟି, ତୈଳ ମିଶ୍ରିତ ଏକ ପିଠା ଓ ଏକ ସରୁ ଚକୁଳି ନେଇ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ପୁଣି ସଦାପ୍ରଭୁଙ୍କ ଛାମୁସ୍ଥିତ ତାଡ଼ିଶୂନ୍ୟ ରୋଟୀର ଡାଲାରୁ ଏକ ରୋଟୀ ଓ ତୈଳମିଶ୍ରିତ ଏକ ପିଠା ଓ ଏକ ସରୁ ଚକୁଳି ନେଇ

Gade chapit la Kopi

ଓଡିଆ ବାଇବେଲ

23 ପୁଣି, ସଦାପ୍ରଭୁଙ୍କ ଛାମୁସ୍ଥିତ ତାଡ଼ିଶୂନ୍ୟ ରୁଟିର ଡାଲାରୁ ଏକ ରୁଟି, ତୈଳ ମିଶ୍ରିତ ଏକ ପିଠା ଓ ଏକ ସରୁ ଚକୁଳି ନେଇ

Gade chapit la Kopi

ପବିତ୍ର ବାଇବଲ

23 ଏହା ପରେ ତାଡ଼ିଶୂନ୍ୟ ରୋଟୀ ଡାଲା ନେଇ ସେହି ଡାଲାକୁ ସଦାପ୍ରଭୁଙ୍କ ସମ୍ମୁଖରେ ଥୋଇବ। ସେହି ଡାଲାରୁ ଏକ ରୋଟୀ, ତୈଳମିଶ୍ରିତ ଏକ ପିଠା ଓ ଏକ ସରୁ ଚକୁଳି ନେବ।

Gade chapit la Kopi




ଯାତ୍ରା ପୁସ୍ତକ 29:23
4 Referans Kwoze  

ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ତାଡ଼ିଶୂନ୍ୟ ରୁଟିର ଟୋକେଇରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତୈଳଲେପିତ ରନ୍ଧନ ହୋଇଥିବା ରୁଟିର ଗୋଟିଏ ପିଠା ଓ ଗୋଟିଏ ସରୁ ଚକୁଳି ନେଇ ମେଦ ଓ ଡାହାଣ ଜଙ୍ଘ ଉପରେ ରଖିଲେ;


ଆହୁରି, ତୁମ୍ଭେ ସେହି ମେଷର ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ୍ର ଉପରିସ୍ଥ ମେଦ, ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଦୁଇ ଗୁର୍ଦା, ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନେବ, ଯେହେତୁ ତାହା ଉତ୍ସର୍ଗୀକୃତ ମେଷ ଅଟେ।


ତାହାସବୁ ହାରୋଣର ହସ୍ତରେ ଓ ତାହାର ପୁତ୍ରଗଣ ହସ୍ତରେ ଦେଇ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ତାହା ଦୋଳାଇବ।


Swiv nou:

Piblisite


Piblisite