ଯାତ୍ରା ପୁସ୍ତକ 29:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏଥିଉତ୍ତାରେ ତୁମ୍ଭେ ହାରୋଣର ଉତ୍ସର୍ଗୀକୃତ ମେଷର ବକ୍ଷ ଘେନି ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ଦୋଳାଇବ; ସେହି ଖଣ୍ଡ ତୁମ୍ଭର ଅଂଶ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)26 ଅନନ୍ତର ତୁମ୍ଭେ ହାରୋଣର ପଦ-ନିଯୋଗାର୍ଥକ ମେଷର ବକ୍ଷ ଘେନି ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ଦୋଳାଇବ; ସେହି ଖଣ୍ତ ତୁମ୍ଭର ଅଂଶ ହେବ। Gade chapit laଓଡିଆ ବାଇବେଲ26 ଏଥିଉତ୍ତାରେ ତୁମ୍ଭେ ହାରୋଣର ଉତ୍ସର୍ଗୀକୃତ ମେଷର ବକ୍ଷ ଘେନି ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ଦୋଳାଇବ; ସେହି ଖଣ୍ଡ ତୁମ୍ଭର ଅଂଶ ହେବ। Gade chapit laପବିତ୍ର ବାଇବଲ26 “ହାରୋଣଙ୍କର ଉତ୍ସର୍ଗୀକୃତ ଅଣ୍ଡିରା ମେଷର ଛାତି ନିଅ ଏବଂ ଏହାକୁ ବିଶେଷ ନୈବେଦ୍ୟରୂପେ ସଦାପ୍ରଭୁଙ୍କ ସମ୍ମୁଖରେ ଧର। ଏହା ତୁମ୍ଭର ଅଂଶ ହେବ। Gade chapit la |