Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 29:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପୁଣି, ହାରୋଣର (ମୃତ୍ୟୁ) ଉତ୍ତାରେ ତାହାର ପବିତ୍ର ବସ୍ତ୍ରସକଳ ତାହାର ପୁତ୍ରଗଣର ହେବ; ଅଭିଷେକ ଓ ପଦ ନିଯୁକ୍ତି ସମୟରେ ସେମାନେ ତାହା ପରିଧାନ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ପୁଣି ହାରୋଣର (ମୁତ୍ୟୁ) ଉତ୍ତାରେ ତାହାର ପବିତ୍ର ବସ୍ତ୍ରସକଳ ତାହାର ପୁତ୍ରଗଣର ହେବ; ଅଭିଷେକ ଓ ପଦ-ନିଯୋଗ ସମୟରେ ସେମାନେ ତାହା ପରିଧାନ କରିବେ।

Gade chapit la Kopi

ଓଡିଆ ବାଇବେଲ

29 ପୁଣି, ହାରୋଣର (ମୁତ୍ୟୁ) ଉତ୍ତାରେ ତାହାର ପବିତ୍ର ବସ୍ତ୍ରସକଳ ତାହାର ପୁତ୍ରଗଣର ହେବ; ଅଭିଷେକ ଓ ପଦ ନିଯୁକ୍ତି ସମୟରେ ସେମାନେ ତାହା ପରିଧାନ କରିବେ।

Gade chapit la Kopi

ପବିତ୍ର ବାଇବଲ

29 “ହାରୋଣଙ୍କ ପାଇଁ ପ୍ରସ୍ତୁତ ଏହି ସ୍ୱତନ୍ତ୍ର ବସ୍ତ୍ରକୁ ସାଇତି ରଖ। ତାଙ୍କର ମୃତ୍ୟୁ ପରେ ଏହି ପୋଷାକ ତାଙ୍କର ଭବିଷ୍ୟଦ୍ ବଂଶଧରମାନଙ୍କ ଦ୍ୱାରା ବ୍ୟବହାର ହେବ। ସେ ଏହାକୁ ପିନ୍ଧିବେ ଯେତେବେଳେ ସେ ଅଭିଷିକ୍ତ ଓ ଯାଜକ ପଦରେ ସମ୍ପ୍ରଦାୟଭୁକ୍ତ ହେବେ।

Gade chapit la Kopi




ଯାତ୍ରା ପୁସ୍ତକ 29:29
14 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍‍, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ସକାଶୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ।


ଆଉ ମଣ୍ଡଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକୁ ଉଦ୍ଧାର କରିବେ; ପୁଣି, ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା, ସେହି ଆଶ୍ରୟ ନଗରରେ ମଣ୍ଡଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦେବେ ଓ ଯେପର୍ଯ୍ୟନ୍ତ ପବିତ୍ର ତୈଳରେ ଅଭିଷିକ୍ତ ମହାଯାଜକର ମୃତ୍ୟୁୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ।


ପୁଣି, ସେମାନଙ୍କ ପିତାକୁ ଯେରୂପ ଅଭିଷେକ କଲ, ସେହିରୂପ ସେମାନଙ୍କୁ ଅଭିଷେକ କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ; ସେହି ଅଭିଷେକ ସେମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ଯାଜକତ୍ୱର ମୂଳ ହେବ।”


ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ଆମ୍ଭର ଯାଜକ କର୍ମ କରଣାର୍ଥେ ଅଭିଷେକ କରି ପବିତ୍ର କରିବ।


ତୁମ୍ଭର ଭ୍ରାତା ହାରୋଣର ଶ୍ରୀ ଓ ଶୋଭା ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବ।


ତହିଁରେ ଅନନ୍ତକାଳୀନ ବିଧି ଦ୍ୱାରା ଇସ୍ରାଏଲ-ସନ୍ତାନଗଣଠାରୁ ତାହା ହାରୋଣର ଓ ତାହାର ପୁତ୍ରଗଣର ଅଧିକାର ହେବ, ଯେହେତୁ ତାହା ଉତ୍ତୋଳନୀୟ ଉପହାର ଅଟେ; ଇସ୍ରାଏଲ-ସନ୍ତାନଗଣର ଏହି ଉତ୍ତୋଳନୀୟ ଉପହାର ସେମାନଙ୍କ ମଙ୍ଗଳାର୍ଥକ ବଳିରୁ ଦେୟ ହେବ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କର ଉତ୍ତୋଳନୀୟ ଉପହାର ଅଟେ।


ତାହାର ପୁତ୍ରମାନଙ୍କ ମଧ୍ୟରୁ ଯେଉଁ ଲୋକ ତାହା ପଦରେ ଯାଜକ ହୋଇ ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସମାଗମ-ତମ୍ବୁକୁ ଆସିବ, ସେ ସେହି ବସ୍ତ୍ର ସାତ ଦିନ ପରିଧାନ କରିବ।


ତୁମ୍ଭେମାନେ କି ସଦାପ୍ରଭୁଙ୍କ ଯାଜକ ହାରୋଣଙ୍କର ସନ୍ତାନଗଣକୁ ଓ ଲେବୀୟମାନଙ୍କୁ ତଡ଼ିଦେଇ ଅନ୍ୟ ଦେଶସ୍ଥ ଗୋଷ୍ଠୀମାନଙ୍କ ରୀତି ଅନୁସାରେ ଆପଣମାନଙ୍କ ପାଇଁ ଯାଜକ ନିଯୁକ୍ତ କରି ନାହଁ? ଏଣୁ ଯେକେହି ଆପଣାର ପଦନିଯୋଗାର୍ଥେ ଏକ ଗୋବତ୍ସ ଓ ସାତ ମେଷ ନେଇ ଆସେ, ସେ ଏହି ଅନୀଶ୍ୱରମାନଙ୍କର ଯାଜକ ହୋଇପାରେ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ପୁଣି, ପିତାର ବଦଳେ ଯାଜକତ୍ୱ ପଦରେ ଯେ ଅଭିଷିକ୍ତ ଓ ନିଯୁକ୍ତ ହେବ, ସେହି ଯାଜକ ପ୍ରାୟଶ୍ଚିତ୍ତ କରିବ ଓ ଶୁଭ୍ର ବସ୍ତ୍ର, ଅର୍ଥାତ୍‍, ପବିତ୍ର ବସ୍ତ୍ରସବୁ ପିନ୍ଧିବ।


Swiv nou:

Piblisite


Piblisite