Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 29:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁର ଦ୍ୱାର ନିକଟରେ ସେହି ମେଷ ମାଂସ ଓ ଡାଲାସ୍ଥିତ ସେହି ରୁଟି ଭୋଜନ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ପୁଣି ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ଵୁ ଦ୍ଵାର ନିକଟରେ ସେହି ମେଷ ମାଂସ ଓ ଡାଲାସ୍ଥିତ ସେହି ରୋଟୀ ଭୋଜନ କରିବେ।

Gade chapit la Kopi

ଓଡିଆ ବାଇବେଲ

32 ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁର ଦ୍ୱାର ନିକଟରେ ସେହି ମେଷ ମାଂସ ଓ ଡାଲାସ୍ଥିତ ସେହି ରୁଟି ଭୋଜନ କରିବେ।

Gade chapit la Kopi

ପବିତ୍ର ବାଇବଲ

32 ଏହା ପରେ ହାରୋଣ ଏବଂ ତାଙ୍କର ପୁତ୍ରମାନେ ସମାଗମ-ତମ୍ବୁ ଦ୍ୱାର ଦେଶରେ ଏହାକୁ ଖାଇବେ। ଡାଲାରେ ଥିବା ରୋଟୀକୁ ମଧ୍ୟ ସେମାନେ ଖାଇବେ।

Gade chapit la Kopi




ଯାତ୍ରା ପୁସ୍ତକ 29:32
8 Referans Kwoze  

ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାହାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ।


ପୁଣି, ସଦାପ୍ରଭୁଙ୍କ ଛାମୁସ୍ଥିତ ତାଡ଼ିଶୂନ୍ୟ ରୁଟିର ଡାଲାରୁ ଏକ ରୁଟି, ତୈଳ ମିଶ୍ରିତ ଏକ ପିଠା ଓ ଏକ ସରୁ ଚକୁଳି ନେଇ


ଏଥିଉତ୍ତାରେ ତୁମ୍ଭେ ସେହି ଉତ୍ସର୍ଗୀକୃତ ମେଷର ମାଂସ ଘେନି ଗୋଟିଏ ପବିତ୍ର ସ୍ଥାନରେ ପାକ କରିବ,


ପୁଣି, ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହା ଦ୍ୱାରା ପ୍ରାୟଶ୍ଚିତ୍ତ ହେଲା, ତାହା ସେମାନେ ଭୋଜନ କରିବେ; ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ, କାରଣ ତାହାସବୁ ପବିତ୍ର ବସ୍ତୁ।


ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, “ସମାଗମ-ତମ୍ବୁର ଦ୍ୱାର ନିକଟରେ ମାଂସ ରନ୍ଧନ କର; ଆଉ ‘ହାରୋଣ ଓ ତାହାର ପୁତ୍ରଗଣ ତାହା ଭୋଜନ କରିବେ,’ ଆମ୍ଭର ଏହି ଆଜ୍ଞାନୁସାରେ ସେହି ସ୍ଥାନରେ ତାହା ଓ ପଦନିଯୋଗାର୍ଥକ ଟୋକେଇରେ ଥିବା ରୁଟି ଭୋଜନ କର।


Swiv nou:

Piblisite


Piblisite