ଯାତ୍ରା ପୁସ୍ତକ 29:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ପୁଣି, ପ୍ରଥମ ମେଷଶାବକ ସହିତ ହିନ୍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ-ନୈବେଦ୍ୟ ନିମନ୍ତେ ହିନ୍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ। Gade chapit laପବିତ୍ର ବାଇବଲ (Re-edited) - (BSI)40 ପୁଣି ପ୍ରଥମ ମେଷଶାବକ ସହିତ ହିନ୍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ ନୈବେଦ୍ୟ ନିମନ୍ତେ ହିନ୍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ। Gade chapit laଓଡିଆ ବାଇବେଲ40 ପୁଣି, ପ୍ରଥମ ମେଷଶାବକ ସହିତ ହିନ୍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ ନୈବେଦ୍ୟ ନିମନ୍ତେ ହିନ୍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ। Gade chapit laପବିତ୍ର ବାଇବଲ40 ଯେତେବେଳେ ତୁମ୍ଭେ ପ୍ରଥମ ମେଷଶାବକ ସହିତ ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟନୈବେଦ୍ୟ ନିମନ୍ତେ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ଉତ୍ସର୍ଗ କର। Gade chapit la |
କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।
ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହି ସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।