ଯାତ୍ରା ପୁସ୍ତକ 29:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ଏହା ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ (କର୍ତ୍ତବ୍ୟ) ହୋମ ହେବ; ସେହି ସ୍ଥାନରେ ଆମ୍ଭେ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)42 ଏହା ସମାଗମ-ତମ୍ଵୁଦ୍ଵାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ (କର୍ତ୍ତବ୍ୟ) ହୋମ ହେବ; ସେସ୍ଥାନରେ ଆମ୍ଭେ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବା। Gade chapit laଓଡିଆ ବାଇବେଲ42 ଏହା ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ (କର୍ତ୍ତବ୍ୟ) ହୋମ ହେବ; ସେହି ସ୍ଥାନରେ ଆମ୍ଭେ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବା। Gade chapit laପବିତ୍ର ବାଇବଲ42 “ଏହା ସମାଗମ-ତମ୍ବୁ ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ ହୋମବଳି ହେବ। ସେହି ସ୍ଥାନରେ ମୁଁ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବି। Gade chapit la |