ଯାତ୍ରା ପୁସ୍ତକ 29:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତାʼପରେ ସେହି ସମସ୍ତ ବସ୍ତ୍ର ନେଇ ହାରୋଣକୁ ଜାମା, ଏଫୋଦର ଚୋଗା, ଏଫୋଦ ଓ ବୁକୁପଟା ପରିଧାନ କରାଇବ, ଆଉ ଏଫୋଦର ଚିତ୍ରିତ ପଟୁକାରେ ତାହାର କଟି ବାନ୍ଧିବ। Gade chapit laପବିତ୍ର ବାଇବଲ (Re-edited) - (BSI)5 ସେହି ସମସ୍ତ ବସ୍ତ୍ର ନେଇ ହାରୋଣକୁ ଜାମା ଓ ଏଫୋଦର ଚୋଗା ଓ ଏଫୋଦ ଓ ବୁକୁପଟା ପରିଧାନ କରାଇବ, ଆଉ ଏଫୋଦର ଚିତ୍ରିତ ପଟୁକାରେ ତାହାର କଟି ବାନ୍ଧିବ। Gade chapit laଓଡିଆ ବାଇବେଲ5 ତା’ପରେ ସେହି ସମସ୍ତ ବସ୍ତ୍ର ନେଇ ହାରୋଣକୁ ଜାମା, ଏଫୋଦର ଚୋଗା, ଏଫୋଦ ଓ ବୁକୁପଟା ପରିଧାନ କରାଇବ, ଆଉ ଏଫୋଦର ଚିତ୍ରିତ ପଟୁକାରେ ତାହାର କଟି ବାନ୍ଧିବ। Gade chapit laପବିତ୍ର ବାଇବଲ5 ହାରୋଣକୁ ସେହି ସ୍ୱତନ୍ତ୍ର ବସ୍ତ୍ର ପିନ୍ଧାଅ। ଶୁକ୍ଳ ସୂତ୍ରରେ ବୁଣା ଯାଇଥିବା ଗ୍ଭେଗା ଏବଂ ଏଫୋଦର ଗ୍ଭେଗା ଓ ବୁକୁପଟା ସହିତ ପରିଧାନ କରାଇବ। ଆଉ ଚିତ୍ରିତ କଟିବନ୍ଧନ ତାହାର କଟିରେ ବାନ୍ଧ। Gade chapit la |