Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 29:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତାହାର ମସ୍ତକରେ ପଗଡ଼ି ବାନ୍ଧି ତହିଁ ଉପରେ ପବିତ୍ର ମୁକୁଟ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତାହାର ମସ୍ତକରେ ପାଗ ବାନ୍ଧି ତହିଁ ଉପରେ ପବିତ୍ର ମୁକୁଟ ଦେବ।

Gade chapit la Kopi

ଓଡିଆ ବାଇବେଲ

6 ତାହାର ମସ୍ତକରେ ପଗଡ଼ି ବାନ୍ଧି ତହିଁ ଉପରେ ପବିତ୍ର ମୁକୁଟ ଦେବ।

Gade chapit la Kopi

ପବିତ୍ର ବାଇବଲ

6 ତାହାର ମସ୍ତକରେ ପାଗ ବାନ୍ଧି ତା’ ଉପରେ ଏକ ପବିତ୍ର ମୁକୁଟ ଦେବ।

Gade chapit la Kopi




ଯାତ୍ରା ପୁସ୍ତକ 29:6
5 Referans Kwoze  

ପୁଣି, ତାଙ୍କର ମସ୍ତକରେ ପଗଡ଼ି ରଖିଲେ; ପଗଡ଼ି ସମ୍ମୁଖରେ ସ୍ୱର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ; ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ।


ଅର୍ଥାତ୍‍, ବୁକୁପଟା, ଏଫୋଦ, ଚୋଗା, ବୁଟାଦାର ଜାମା, ପାଗ ଓ କଟିବନ୍ଧନ, ଏହି ସକଳ ବସ୍ତ୍ର ସେମାନେ ପ୍ରସ୍ତୁତ କରିବେ; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣ ପାଇଁ ସେମାନେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବେ।


ଅଥବା ପବିତ୍ର ସ୍ଥାନରୁ ବାହାରିବ ନାହିଁ, ଅବା ଆପଣା ପରମେଶ୍ୱରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ; କାରଣ ତାହାର ପରମେଶ୍ୱରଙ୍କ ଅଭିଷେକାର୍ଥକ ତୈଳରୂପ ମୁକୁଟ ତାହା ଉପରେ ଅଛି; ଆମ୍ଭେ ସଦାପ୍ରଭୁ ଅଟୁ।


ସେତେବେଳେ ମୁଁ କହିଲି, “ଲୋକମାନେ ଏହାର ମସ୍ତକରେ ନିର୍ମଳ ପଗଡ଼ି ଦିଅନ୍ତୁ!” ତହିଁରେ ସେମାନେ ତାଙ୍କ ମସ୍ତକରେ ନିର୍ମଳ ପଗଡ଼ି ଦେଲେ ଓ ତାଙ୍କୁ ବସ୍ତ୍ର ପିନ୍ଧାଇଲେ; ପୁଣି, ନିକଟରେ ସଦାପ୍ରଭୁଙ୍କ ଦୂତ ଠିଆ ହୋଇଥିଲେ।


Swiv nou:

Piblisite


Piblisite