ଯାତ୍ରା ପୁସ୍ତକ 3:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, ‘କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି;’ ପୁଣି, ସେମାନେ ପଚାରିବେ, ‘ତାହାଙ୍କର ନାମ କଅଣ?’ ସେତେବେଳେ ମୁଁ କି ଉତ୍ତର ଦେବି?” Gade chapit laପବିତ୍ର ବାଇବଲ (Re-edited) - (BSI)13 ଅନନ୍ତର ମୋଶା ପରମେଶ୍ଵରଙ୍କୁ କହିଲେ, ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ଵର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି; ପୁଣି ସେମାନେ ପଚାରିବେ, ତାହାଙ୍କର ନାମ କଅଣ? ସେତେବେଳେ ମୁଁ କି ଉତ୍ତର ଦେବି? Gade chapit laଓଡିଆ ବାଇବେଲ13 ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି; ପୁଣି, ସେମାନେ ପଚାରିବେ, ତାହାଙ୍କର ନାମ କଅଣ ? ସେତେବେଳେ ମୁଁ କି ଉତ୍ତର ଦେବି ?” Gade chapit laପବିତ୍ର ବାଇବଲ13 ଏହା ପରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଯଦି ମୁଁ ଇସ୍ରାଏଲୀୟମାନଙ୍କ ନିକଟକୁ ଯାଇ କହେ, ‘ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ୱର ମୋତେ ପଠାଇଛନ୍ତି,’ ଏହା ପରେ ଲୋକମାନେ ଯଦି ମୋତେ ପଗ୍ଭରନ୍ତି, ‘ତାଙ୍କର ନାମ କ’ଣ?’ ମୁଁ ତାଙ୍କୁ କ’ଣ କହିବି?” Gade chapit la |
ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’