ଯାତ୍ରା ପୁସ୍ତକ 3:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ, ହିତ୍ତୀୟମାନଙ୍କ, ଇମୋରୀୟମାନଙ୍କ, ପରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ।’ Gade chapit laପବିତ୍ର ବାଇବଲ (Re-edited) - (BSI)17 ପୁଣି ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ ଓ ହିତ୍ତୀୟମାନଙ୍କ ଓ ଇମୋରୀୟ-ମାନଙ୍କ ଓ ପିରିଷୀୟମାନଙ୍କ ଓ ହିବ୍ବୀୟମାନଙ୍କ ଓ ଯିବୂଷୀୟ-ମାନଙ୍କର ଦୁଗ୍ଧମଧୁପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ। Gade chapit laଓଡିଆ ବାଇବେଲ17 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ, ହିତ୍ତୀୟମାନଙ୍କ, ଇମୋରୀୟମାନଙ୍କ, ପରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ। Gade chapit laପବିତ୍ର ବାଇବଲ17 ଏବଂ ଆମ୍ଭେ ତୁମ୍ଭମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବାକୁ ନିଷ୍ପତ୍ତି କରିଛୁ। ଆମ୍ଭେ ତୁମ୍ଭମାନଙ୍କୁ କିଣାନୀୟମାନଙ୍କ ହିତ୍ତୀୟମାନଙ୍କ, ପିରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧମଧୁପ୍ରବାହୀ ଦେଶକୁ ନେଇଯିବା।’ Gade chapit la |
ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ।