ଯାତ୍ରା ପୁସ୍ତକ 3:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ ଆମ୍ଭେ ମିସରୀୟ ଲୋକମାନଙ୍କ ସାକ୍ଷାତରେ ଏହି ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବା, ତହିଁରେ ତୁମ୍ଭେମାନେ ଯାତ୍ରା ସମୟରେ ଶୂନ୍ୟ ହସ୍ତରେ ଯିବ ନାହିଁ; Gade chapit laପବିତ୍ର ବାଇବଲ (Re-edited) - (BSI)21 ଆଉ ଆମ୍ଭେ ମିସ୍ରୀୟ ଲୋକମାନଙ୍କ ସାକ୍ଷାତରେ ଏହି ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବା, ତହିଁରେ ତୁମ୍ଭେମାନେ ଯାତ୍ରା ସମୟରେ ରିକ୍ତ ହସ୍ତରେ ଯିବ ନାହିଁ; Gade chapit laଓଡିଆ ବାଇବେଲ21 ଆଉ ଆମ୍ଭେ ମିସ୍ରୀୟ ଲୋକମାନଙ୍କ ସାକ୍ଷାତରେ ଏହି ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବା, ତହିଁରେ ତୁମ୍ଭେମାନେ ଯାତ୍ରା ସମୟରେ ଶୂନ୍ୟ ହସ୍ତରେ ଯିବ ନାହିଁ; Gade chapit laପବିତ୍ର ବାଇବଲ21 ଆଉ ଆମ୍ଭେ ମିଶରୀୟ ଲୋକମାନଙ୍କ ସାକ୍ଷାତରେ ଏହି ଲୋକମାନଙ୍କୁ ଅନୁଗ୍ରହର ପାତ୍ର କରିବା, ତହିଁରେ ତୁମ୍ଭମାନଙ୍କର ଯାତ୍ରା ସମୟରେ ସେମାନେ ତୁମ୍ଭମାନଙ୍କୁ ଉପହାରମାନ ଦେବେ। Gade chapit la |
ହେ ପ୍ରଭୋ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।