ଯାତ୍ରା ପୁସ୍ତକ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତେଣୁ ମୋଶା କହିଲେ, “ମୁଁ ଏକ ପାଖକୁ ଯାଇ ଏହି ମହାଶ୍ଚର୍ଯ୍ୟ ବିଷୟ ଦେଖିବି, ବୁଦାଟା କାହିଁକି ଦଗ୍ଧ ହେଉ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)3 ତେଣୁ ମୋଶା କହିଲେ, ମୁଁ ଏକ ପାଖକୁ ଯାଇ ଏହି ମହାଶ୍ଚର୍ଯ୍ୟ ବିଷୟ ଦେଖିବି, ବୁଦାଟା କାହିଁକି ଦଗ୍ଧ ହେଉ ନାହିଁ। Gade chapit laଓଡିଆ ବାଇବେଲ3 ତେଣୁ ମୋଶା କହିଲେ, “ମୁଁ ଏକ ପାଖକୁ ଯାଇ ଏହି ମହାଶ୍ଚର୍ଯ୍ୟ ବିଷୟ ଦେଖିବି, ବୁଦାଟା କାହିଁକି ଦଗ୍ଧ ହେଉ ନାହିଁ।” Gade chapit laପବିତ୍ର ବାଇବଲ3 ତେଣୁ ମୋଶା ନିଶ୍ଚିତ କଲେ, ସେହି ବୁଦା ପାଖକୁ ଯାଇ ଅଦ୍ଭୂତ ଦୃଶ୍ୟ ଦେଖିବାକୁ। କାହିଁକି ଏହି ବୁଦାଟି ନିଆଁରେ ଜଳି ମଧ୍ୟ ନଷ୍ଟ ହେଉ ନାହିଁ? Gade chapit la |