ଯାତ୍ରା ପୁସ୍ତକ 30:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 “ଯେତେବେଳେ ତୁମ୍ଭେ ଗଣିତ ଲୋକମାନଙ୍କ ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣକୁ ଗଣନା କରିବ, ସେତେବେଳେ ସେମାନଙ୍କର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ନିକଟରେ ଆପଣା ଆପଣା ପ୍ରାଣାର୍ଥେ ଗଣନା ସମୟରେ ପ୍ରାୟଶ୍ଚିତ୍ତ କରିବେ, ତହିଁରେ ସେମାନଙ୍କ ମଧ୍ୟରେ ଗଣନା ସମୟରେ କୌଣସି ମହାମାରୀ ହେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଯେତେବେଳେ ତୁମ୍ଭେ ଗଣିତ ଲୋକମାନଙ୍କ ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣକୁ ଗଣନା କରିବ, ସେତେବେଳେ ସେମାନଙ୍କର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ନିକଟରେ ଆପଣା ଆପଣା ପ୍ରାଣାର୍ଥେ ଗଣନା ସମୟରେ ପ୍ରାୟଶ୍ଚିତ୍ତ କରିବେ, ତହିଁରେ ସେମାନଙ୍କ ମଧ୍ୟରେ ଗଣନା ସମୟରେ ଆଘାତ ହେବ ନାହିଁ। Gade chapit laଓଡିଆ ବାଇବେଲ12 “ଯେତେବେଳେ ତୁମ୍ଭେ ଗଣିତ ଲୋକମାନଙ୍କ ସଂଖ୍ୟାନୁସାରେ ଇସ୍ରାଏଲ ସନ୍ତାନଗଣକୁ ଗଣନା କରିବ, ସେତେବେଳେ ସେମାନଙ୍କର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ନିକଟରେ ଆପଣା ଆପଣା ପ୍ରାଣାର୍ଥେ ଗଣନା ସମୟରେ ପ୍ରାୟଶ୍ଚିତ୍ତ କରିବେ, ତହିଁରେ ସେମାନଙ୍କ ମଧ୍ୟରେ ଗଣନା ସମୟରେ କୌଣସି ମହାମାରୀ ହେବ ନାହିଁ। Gade chapit laପବିତ୍ର ବାଇବଲ12 “ତୁମ୍ଭେ ଗଣିତ ହୋଇଥିବା ଲୋକମାନଙ୍କର ସଂଖ୍ୟା ଅନୁସାରେ ଇସ୍ରାଏଲ ସନ୍ତାନମାନଙ୍କୁ ଗଣନା କରିବ। ସେତେବେଳେ ସେମାନଙ୍କର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ନିକଟରେ ନିଜ ନିଜ ପ୍ରାଣାର୍ଥେ ଗଣନା ସମୟରେ ପ୍ରାୟଶ୍ଚିତ କରିବେ। ତହିଁରେ ସେମାନଙ୍କ ମଧ୍ୟରେ ଗଣନା ସମୟରେ ଆଘାତ ହେବ ନାହିଁ। Gade chapit la |
ତିନି ବର୍ଷ ଦୁର୍ଭିକ୍ଷ ହେବ; ଅବା ତୁମ୍ଭେ ଆପଣା ବିପକ୍ଷମାନଙ୍କ ସମ୍ମୁଖରେ ତିନି ମାସ ପର୍ଯ୍ୟନ୍ତ କ୍ଷୀଣ ହୁଅନ୍ତେ, ତୁମ୍ଭ ଶତ୍ରୁମାନଙ୍କ ଖଡ୍ଗ ତୁମ୍ଭକୁ ଧରିବ; କିଅବା ତିନି ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଖଡ୍ଗ ଭ୍ରମଣ କରିବ, ଅର୍ଥାତ୍, ଦେଶରେ ମହାମାରୀ ହେବ ଓ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସଦାପ୍ରଭୁଙ୍କ ଦୂତ ବିନାଶ କରିବ। ମୋʼ ପ୍ରେରଣକର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ଏବେ ବିବେଚନା କର।”