ଯାତ୍ରା ପୁସ୍ତକ 30:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହୁଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ସେହି ପ୍ରାୟଶ୍ଚିତ୍ତ-ରୂପା ନେଇ ସମାଗମ-ତମ୍ବୁର କାର୍ଯ୍ୟାର୍ଥେ ନିରୂପଣ କରିବ; ତାହା ତୁମ୍ଭମାନଙ୍କ ପ୍ରାଣର ପ୍ରାୟଶ୍ଚିତ୍ତ ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ରହିବ।” Gade chapit laପବିତ୍ର ବାଇବଲ (Re-edited) - (BSI)16 ତହୁଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ସେହି ପ୍ରାୟଶ୍ଚିତ୍ତ-ରୂପା ନେଇ ସମାଗମ-ତମ୍ଵୁର କାର୍ଯ୍ୟାର୍ଥେ ନିରୂପଣ କରିବ; ତାହା ତୁମ୍ଭମାନଙ୍କ ପ୍ରାଣର ପ୍ରାୟଶ୍ଚିତ୍ତ ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ରହିବ। Gade chapit laଓଡିଆ ବାଇବେଲ16 ତହୁଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ସେହି ପ୍ରାୟଶ୍ଚିତ୍ତ-ରୂପା ନେଇ ସମାଗମ-ତମ୍ବୁର କାର୍ଯ୍ୟାର୍ଥେ ନିରୂପଣ କରିବ; ତାହା ତୁମ୍ଭମାନଙ୍କ ପ୍ରାଣର ପ୍ରାୟଶ୍ଚିତ୍ତ ନିମନ୍ତେ ଇସ୍ରାଏଲ ସନ୍ତାନଗଣର ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ରହିବ।” Gade chapit laପବିତ୍ର ବାଇବଲ16 ସେହି ଅର୍ଥକୁ ଇସ୍ରାଏଲ ଲୋକମାନଙ୍କ ପାଖରୁ ଏକତ୍ର କର। ଏହି ଅର୍ଥକୁ ସମାଗମ-ତମ୍ବୁର କାର୍ଯ୍ୟାର୍ଥେ ବିନିଯୋଗ କର। ଏହି ଦେୟ ତୁମ୍ଭମାନଙ୍କର ସଦାପ୍ରଭୁଙ୍କୁ ମନେ ରଖିବା ପାଇଁ ଏକ ମାଧ୍ୟମ ହେବ। ସେମାନେ ସେମାନଙ୍କର ଜୀବନ ପ୍ରାୟଶ୍ଚିତ ପାଇଁ ଏହା ଦାନ କରିବେ।” Gade chapit la |