ଯାତ୍ରା ପୁସ୍ତକ 30:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 “ତୁମ୍ଭେ ପ୍ରକ୍ଷାଳନ ନିମନ୍ତେ ପିତ୍ତଳର କୁଣ୍ଡ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି, ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ। Gade chapit laପବିତ୍ର ବାଇବଲ (Re-edited) - (BSI)18 ତୁମ୍ଭେ ପ୍ରକ୍ଷାଳନାର୍ଥେ ପିତ୍ତଳର କୁଣ୍ତ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି ସମାଗମ-ତମ୍ଵୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ। Gade chapit laଓଡିଆ ବାଇବେଲ18 “ତୁମ୍ଭେ ପ୍ରକ୍ଷାଳନ ନିମନ୍ତେ ପିତ୍ତଳର କୁଣ୍ଡ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି, ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ। Gade chapit laପବିତ୍ର ବାଇବଲ18 “ପ୍ରକ୍ଷାଳନ କୁଣ୍ଡ ଏବଂ ଏହାର ଆଧାର ସବୁ କଂସାରେ ତିଆରି କର। ପୁଣି ସମାଗମ-ତମ୍ବୁ ଓ ଯଜ୍ଞବେଦି ମଧ୍ୟରେ ପ୍ରକ୍ଷାଳନ କୁଣ୍ଡ ରଖ ଓ ତହିଁ ମଧ୍ୟରେ ଜଳ ପୂର୍ଣ୍ଣ କର। Gade chapit la |