Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 30:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତାହା ତୁମ୍ଭେ ନେଇ ସମାଗମ-ତମ୍ବୁ ଓ ସାକ୍ଷ୍ୟ-ସିନ୍ଦୁକ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତାହା ତୁମ୍ଭେ ନେଇ ସମାଗମ-ତମ୍ଵୁ ଓ ସାକ୍ଷ୍ୟସିନ୍ଦୁକ,

Gade chapit la Kopi

ଓଡିଆ ବାଇବେଲ

26 ତାହା ତୁମ୍ଭେ ନେଇ ସମାଗମ-ତମ୍ବୁ ଓ ସାକ୍ଷ୍ୟ ସିନ୍ଦୁକ,

Gade chapit la Kopi

ପବିତ୍ର ବାଇବଲ

26 ଏହା ନେଇ ତୁମ୍ଭେମାନେ ସମାଗମ-ତମ୍ବୁ ଓ ନିୟମ-ସିନ୍ଦୁକ ଉପରେ ସିଞ୍ଚନ କର।

Gade chapit la Kopi




ଯାତ୍ରା ପୁସ୍ତକ 30:26
12 Referans Kwoze  

ଏଥିଉତ୍ତାରେ ଯେଉଁ ଦିନ ମୋଶା ଆବାସ ସ୍ଥାପନ ସମାପ୍ତ କରି ତାହା ଅଭିଷେକ ଓ ପବିତ୍ର କଲେ ଓ ତହିଁର ସକଳ ଦ୍ରବ୍ୟ ଓ ବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କଲେ;


କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ।


ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ।


ଅର୍ଥାତ୍‍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ବର ତାହାଙ୍କ ସହବର୍ତ୍ତୀ ଥିଲେ।


ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;


ଆଉ ବେଦିର ଅଭିଷେକ ଦିନ ଅଧିପତିଗଣ ତହିଁର ପ୍ରତିଷ୍ଠା ନିମନ୍ତେ ଦାନ କଲେ, ଅର୍ଥାତ୍‍, ସେହି ଅଧିପତିଗଣ ବେଦି ସମ୍ମୁଖରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ।


ପୁଣି, ମେଜ, ତହିଁର ସକଳ ପାତ୍ର, ଦୀପବୃକ୍ଷ ଓ ତହିଁର ସକଳ ପାତ୍ର,


ତୁମ୍ଭେ ଆଚ୍ଛାଦନକାରୀ ଅଭିଷିକ୍ତ କିରୂବ ଥିଲ; ପୁଣି, ଆମ୍ଭେ ତୁମ୍ଭକୁ ସ୍ଥାପନ କଲୁ, ତହିଁରେ ତୁମ୍ଭେ ପରମେଶ୍ୱରଙ୍କ ପବିତ୍ର ପର୍ବତ ଉପରେ ଥିଲ; ତୁମ୍ଭେ ଅଗ୍ନିମୟ ପ୍ରସ୍ତରସକଳର ମଧ୍ୟରେ ଗମନାଗମନ କଲ।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କଥା କୁହ, ସେମାନଙ୍କ ପିତୃଗୃହର ଅଧ୍ୟକ୍ଷମାନଙ୍କଠାରୁ ପ୍ରତ୍ୟେକ ପିତୃଗୃହ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ଗ୍ରହଣ କର; ତୁମ୍ଭେ ପ୍ରତ୍ୟେକର ଯଷ୍ଟିରେ ପ୍ରତ୍ୟେକ ଲୋକର ନାମ ଲେଖ।


Swiv nou:

Piblisite


Piblisite