Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 30:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ଆମ୍ଭର ଯାଜକ କର୍ମ କରଣାର୍ଥେ ଅଭିଷେକ କରି ପବିତ୍ର କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ପୁଣି ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ଆମ୍ଭର ଯାଜକକର୍ମ କରଣାର୍ଥେ ଅଭିଷେକ କରି ପବିତ୍ର କରିବ।

Gade chapit la Kopi

ଓଡିଆ ବାଇବେଲ

30 ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ଆମ୍ଭର ଯାଜକ କର୍ମ କରଣାର୍ଥେ ଅଭିଷେକ କରି ପବିତ୍ର କରିବ।

Gade chapit la Kopi

ପବିତ୍ର ବାଇବଲ

30 “ଏହି ତୈଳକୁ ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କ ଉପରେ ଛିଞ୍ଚି ପବିତ୍ର କର। ଯେଉଁଥିରେ ସେମାନେ ଆମ୍ଭର ଯାଜକ କର୍ମ କରିବା ପାଇଁ ଅଭିଷେକ କରି ପବିତ୍ର କରିବେ।

Gade chapit la Kopi




ଯାତ୍ରା ପୁସ୍ତକ 30:30
11 Referans Kwoze  

ଏଥିଉତ୍ତାରେ ମୋଶା ହାରୋଣଙ୍କୁ ପବିତ୍ର କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ।


ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେ; ଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ରସକଳକୁ ପବିତ୍ର କଲେ।


ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ।


ହାରୋଣଙ୍କର ଯେଉଁ ପୁତ୍ରମାନେ ଯାଜକ ରୂପେ ଅଭିଷିକ୍ତ ହୋଇଥିଲେ ଓ ଯେଉଁମାନଙ୍କୁ ସେ ଯାଜକର କର୍ମ କରିବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।


ପୁଣି, ସେମାନଙ୍କ ପିତାକୁ ଯେରୂପ ଅଭିଷେକ କଲ, ସେହିରୂପ ସେମାନଙ୍କୁ ଅଭିଷେକ କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ; ସେହି ଅଭିଷେକ ସେମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ଯାଜକତ୍ୱର ମୂଳ ହେବ।”


ପୁଣି, ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣକୁ ତାହାସବୁ ପରିଧାନ କରାଇବ; ପୁଣି, ସେମାନଙ୍କୁ ଅଭିଷେକ କରି ପଦରେ ନିଯୁକ୍ତ ଓ ପବିତ୍ର କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ।


ପୁଣି, ଏହିସବୁ ବସ୍ତୁକୁ ପବିତ୍ର କରିବ, ତହିଁରେ ତାହା ମହାପବିତ୍ର ହେବ, ଯାହା କିଛି ତାହା ସ୍ପର୍ଶ କରେ, ସେସବୁ ପବିତ୍ର ହେବ।


ଆଉ ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ନିମନ୍ତେ ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ‘ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।’” ତହିଁରେ ହାରୋଣ ମୌନ ହେଲେ।


ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ, ଯାହା ଦାଢ଼ିରେ, ଅର୍ଥାତ୍‍, ହାରୋଣଙ୍କର ଦାଢ଼ିରେ ବହି ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା।


Swiv nou:

Piblisite


Piblisite