Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 30:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ମନୁଷ୍ୟର ଶରୀରରେ ତାହା ଢ଼ଳାଯିବ ନାହିଁ; ଅଥବା ତୁମ୍ଭେମାନେ ତହିଁର ମିଶ୍ରିତ ଦ୍ରବ୍ୟର ପରିମାଣାନୁସାରେ ଆଉ କୌଣସି ତୈଳ କରିବ ନାହିଁ; ତାହା ପବିତ୍ର ଅଟେ, ଆଉ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ମନୁଷ୍ୟର ଶରୀରରେ ତାହା ଢ଼ଳାଯିବ ନାହିଁ; ଅଥବା ତୁମ୍ଭେମାନେ ତହିଁର ମିଶ୍ରିତ ଦ୍ରବ୍ୟର ପରିମାଣାନୁସାରେ ଆଉ କୌଣସି ତୈଳ କରିବ ନାହିଁ; ତାହା ପବିତ୍ର ଅଟେ, ଆଉ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ।

Gade chapit la Kopi

ଓଡିଆ ବାଇବେଲ

32 ମନୁଷ୍ୟର ଶରୀରରେ ତାହା ଢ଼ଳାଯିବ ନାହିଁ; ଅଥବା ତୁମ୍ଭେମାନେ ତହିଁର ମିଶ୍ରିତ ଦ୍ରବ୍ୟର ପରିମାଣାନୁସାରେ ଆଉ କୌଣସି ତୈଳ କରିବ ନାହିଁ; ତାହା ପବିତ୍ର ଅଟେ, ଆଉ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ।

Gade chapit la Kopi

ପବିତ୍ର ବାଇବଲ

32 କେହି ଏହାକୁ ବ୍ୟକ୍ତିଗତ କାର୍ଯ୍ୟରେ ସାଧାରଣ ତୈଳ ପରି ବ୍ୟବହାର କରି ପାରିବେ ନାହିଁ। ବିଶେଷ ତୈଳ ପ୍ରସ୍ତୁତ କଲାପରି ଅନ୍ୟ ସୁଗନ୍ଧିକୁ ପ୍ରସ୍ତୁତ କର ନାହିଁ। ଏହି ତୈଳ ପବିତ୍ର ଏବଂ ତୁମ୍ଭ ପାଇଁ ପବିତ୍ର ହେବା ଉଚିତ୍।

Gade chapit la Kopi




ଯାତ୍ରା ପୁସ୍ତକ 30:32
5 Referans Kwoze  

ଏହିସବୁ ଦ୍ୱାରା ତୁମ୍ଭେ ଅଭିଷେକାର୍ଥକ ପବିତ୍ର ତୈଳ, ଅର୍ଥାତ୍‍, ଗନ୍ଧବଣିକର କ୍ରିୟାନୁସାରେ ତୈଳ ପ୍ରସ୍ତୁତ କରିବ, ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।


ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହିସବୁ ସେମାନଙ୍କ ପାଦ ତଳେ ଦଳି ଦେବେ ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିଦେବେ।


ଆଉ, ଆପଣା ଭ୍ରାତାମାନଙ୍କ ମଧ୍ୟରୁ ଯେଉଁ ଜନ ପ୍ରଧାନ ଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି ଓ ଯେ ପବିତ୍ର ବସ୍ତ୍ର ପରିଧାନ କରିବା ପାଇଁ ପଦରେ ନିଯୁକ୍ତ ହୋଇଅଛି, ସେ ଆପଣା ମସ୍ତକର କେଶ ମୁକୁଳା କରିବ ନାହିଁ ଓ ଆପଣା ବସ୍ତ୍ର ଚିରିବ ନାହିଁ।


ଆଉ ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ନିମନ୍ତେ ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।


Swiv nou:

Piblisite


Piblisite