Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 30:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ଯେକେହି ଆପଣା ଆଘ୍ରାଣାର୍ଥେ ତତ୍ତୁଲ୍ୟ ସୁଗନ୍ଧି ଧୂପ ପ୍ରସ୍ତୁତ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ଯେ କେହି ଆପଣା ଘ୍ରାଣାର୍ଥେ ତତ୍ତୁଲ୍ୟ ସୁଗନ୍ଧି ଧୂପ ପ୍ରସ୍ତୁତ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।

Gade chapit la Kopi

ଓଡିଆ ବାଇବେଲ

38 ଯେକେହି ଆପଣା ଆଘ୍ରାଣାର୍ଥେ ତତ୍ତୁଲ୍ୟ ସୁଗନ୍ଧି ଧୂପ ପ୍ରସ୍ତୁତ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।”

Gade chapit la Kopi

ପବିତ୍ର ବାଇବଲ

38 ଯଦି କେହି ଆପଣା ଘ୍ରାଣାର୍ଥେ ସେହିପରି ସୁଗନ୍ଧି ଧୂପ ପ୍ରସ୍ତୁତ କରିବ। ତେବେ ସେ ଆପଣା ଲୋକମାନଙ୍କଠାରୁ ଉଚ୍ଛିନ୍ନ ହେବ।”

Gade chapit la Kopi




ଯାତ୍ରା ପୁସ୍ତକ 30:38
9 Referans Kwoze  

ଯେକେହି ତହିଁ ତୁଲ୍ୟ କିଛି ପ୍ରସ୍ତୁତ କରିବ, ଅବା ଯେକେହି ଅପରିଚିତ ଲୋକର ଶରୀରରେ ତହିଁରୁ କିଛି ଲଗାଇବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।’”


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ,


ମାତ୍ର ଯାହାର ଲିଙ୍ଗାଗ୍ର ଚର୍ମର ଛେଦନ ହେବ ନାହିଁ, ଏପରି ଯେ ଅସୁନ୍ନତ ପୁରୁଷ, ସେ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ଆମ୍ଭର ନିୟମ ଲଙ୍ଘନ କଲା।”


ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ; ବିଶେଷତଃ ପ୍ରଥମ ଦିନ ଆପଣା ଆପଣା ଗୃହରୁ ତାଡ଼ି ଦୂର କରିବ, କାରଣ ଯେଉଁ ଜନ ପ୍ରଥମ ଦିନଠାରୁ ସପ୍ତମ ଦିନ ପର୍ଯ୍ୟନ୍ତ ତାଡ଼ି ମିଶ୍ରିତ ରୁଟି ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ।


ଏଣୁ ତୁମ୍ଭେମାନେ ବିଶ୍ରାମବାର ପାଳନ କରିବ; କାରଣ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ଅଟେ; ଯେକେହି ତାହା ଅପବିତ୍ର କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ; ପୁଣି, ଯେକୌଣସି ବ୍ୟକ୍ତି ସେହି ଦିନରେ କାର୍ଯ୍ୟ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।


ମାତ୍ର ଯେଉଁ ପ୍ରାଣୀ ଆପଣା ଶରୀରରେ ଅଶୁଚିତା ଥାଉ ଥାଉ ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।


ମାତ୍ର ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ତାହା ନ ଆଣେ, ତାହା ପ୍ରତି ରକ୍ତପାତର ଅପରାଧ ଗଣିତ ହେବ; ସେ ରକ୍ତପାତ କରିଅଛି; ସେହି ମନୁଷ୍ୟ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।


“ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ ବଂଶୀୟ ଗୋଷ୍ଠୀକୁ ଉଚ୍ଛିନ୍ନ କର ନାହିଁ!


ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାର ପର୍ବ ପାଳନ କରିବାରୁ କ୍ଷାନ୍ତ ହୁଏ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥିପାଇଁ ସେହି ମନୁଷ୍ୟ ଆପଣା ପାପ ବୋହିବ;


Swiv nou:

Piblisite


Piblisite