ଯାତ୍ରା ପୁସ୍ତକ 30:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ୱଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ସମୟରେ ସେହି ଧୂପ ଜ୍ୱଳାଇବ। Gade chapit laପବିତ୍ର ବାଇବଲ (Re-edited) - (BSI)7 ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ଵଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ବେଳେ ସେହି ଧୂପ ଜ୍ଵଳାଇବ। Gade chapit laଓଡିଆ ବାଇବେଲ7 ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ୱଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ସମୟରେ ସେହି ଧୂପ ଜ୍ୱଳାଇବ। Gade chapit laପବିତ୍ର ବାଇବଲ7 “ହାରୋଣ ସୁଗନ୍ଧିତ ଧୂପ ଜଳାଇବ। ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ବେଳେ ସେହି ଧୂପ ଜଳାଇବ। Gade chapit la |
ଦେଖନ୍ତୁ, ମୁଁ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ନାମ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହାଙ୍କ ସମ୍ମୁଖରେ ସୁଗନ୍ଧି ଧୂପ ଜ୍ୱଳାଇବା ପାଇଁ ଓ ନିତ୍ୟ ଦର୍ଶନୀୟ ରୁଟି ପାଇଁ, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ, ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିରୂପିତ ପର୍ବସବୁରେ ହୋମବଳି ନିମନ୍ତେ ତାହା ମୁଁ ପ୍ରତିଷ୍ଠା କରିବି। ଏହା ଇସ୍ରାଏଲ ପ୍ରତି ନିତ୍ୟ ଏକ ବିଧି ଅଟେ।
ପୁଣି, ସେମାନେ ଉଷୀୟ ରାଜାଙ୍କୁ ନିବାରଣ କରି ତାଙ୍କୁ କହିଲେ, “ହେ ଉଷୀୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଆପଣଙ୍କର ଅଧିକାର ନାହିଁ, ମାତ୍ର ହାରୋଣଙ୍କର ସନ୍ତାନ ଯେଉଁ ଯାଜକମାନେ ଧୂପ ଜ୍ୱଳାଇବା ପାଇଁ ପବିତ୍ରୀକୃତ ହୋଇଅଛନ୍ତି, ସେମାନଙ୍କର ଅଧିକାର ଅଟେ; ପବିତ୍ର ସ୍ଥାନରୁ ବାହାରି ଯାଉନ୍ତୁ; ଆପଣ ସତ୍ୟ-ଲଙ୍ଘନ କରିଅଛନ୍ତି; ଏହା ସଦାପ୍ରଭୁ ପରମେଶ୍ୱରଙ୍କଠାରୁ ଆପଣଙ୍କ ଗୌରବାର୍ଥେ ହେବ ନାହିଁ।”