Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 31:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏହେତୁ ଇସ୍ରାଏଲ-ସନ୍ତାନଗଣ ଅନନ୍ତକାଳୀନ ନିୟମ ରୂପେ ପୁରୁଷାନୁକ୍ରମେ ମାନ୍ୟ କରିବା ପାଇଁ ବିଶ୍ରାମବାର ପାଳନ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଏହେତୁ ଇସ୍ରାଏଲ-ସନ୍ତାନଗଣ ଅନନ୍ତକାଳୀନ ନିୟମ ରୂପେ ପୁରୁଷାନୁକ୍ରମେ ମାନ୍ୟ କରିବା ପାଇଁ ବିଶ୍ରାମଦିନ ପାଳନ କରିବେ।

Gade chapit la Kopi

ଓଡିଆ ବାଇବେଲ

16 ଏହେତୁ ଇସ୍ରାଏଲ ସନ୍ତାନଗଣ ଅନନ୍ତକାଳୀନ ନିୟମ ରୂପେ ପୁରୁଷାନୁକ୍ରମେ ମାନ୍ୟ କରିବା ପାଇଁ ବିଶ୍ରାମଦିନ ପାଳନ କରିବେ।

Gade chapit la Kopi

ପବିତ୍ର ବାଇବଲ

16 ଇସ୍ରାଏଲର ସନ୍ତାନଗଣ ମାନ୍ୟ କରିବା ପାଇଁ ପାଳନ କରିବେ। ଏହି ନିୟମ ଅନନ୍ତକାଳ ପାଇଁ ସ୍ଥାୟୀ ରହିବ। ଏହା ପୁରୁଷାନୁକ୍ରମେ ପାଳନ କରାଯିବ। ଏହା ଆମ୍ଭ ଓ ତୁମ୍ଭ ମଧ୍ୟରେ ଏକ ଚୁକ୍ତି।

Gade chapit la Kopi




ଯାତ୍ରା ପୁସ୍ତକ 31:16
7 Referans Kwoze  

ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ‘ତୁମ୍ଭେମାନେ ଆସ, ଅନନ୍ତକାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’


ତୁମ୍ଭେମାନେ ଆପଣା ଆପଣାର ଲିଙ୍ଗାଗ୍ର ଚର୍ମ ଛେଦନ କରିବ; ଆଉ ତାହା ତୁମ୍ଭମାନଙ୍କ ସହିତ ଆମ୍ଭ ନିୟମର ଚିହ୍ନ ହେବ।


ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ।


ଛଅ ଦିନ ପର୍ଯ୍ୟନ୍ତ କାର୍ଯ୍ୟ କରାଯିବ, ମାତ୍ର ସପ୍ତମ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ମହା ବିଶ୍ରାମବାର ଅଟେ; ସେହି ବିଶ୍ରାମବାରରେ ଯେକେହି କାର୍ଯ୍ୟ କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ।


ତାହା ଆମ୍ଭ ଓ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗୋଟିଏ ଅନନ୍ତକାଳୀନ ଚିହ୍ନ ହେବ, କାରଣ ସଦାପ୍ରଭୁ ଛଅ ଦିନରେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କରି ଆଶ୍ୱାସିତ ହୋଇଥିଲେ।’”


ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ:


ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷା ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମବାରରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ଚେତାବନୀ ଦେଲି।


Swiv nou:

Piblisite


Piblisite