Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 31:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ଶିଳ୍ପକର୍ମ, ଅର୍ଥାତ୍‍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ ଖୋଦନ ପ୍ରଭୃତି

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ଶିଳ୍ପକର୍ମ, ଅର୍ଥାତ୍, ସ୍ଵର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ-ଖୋଦନ ପ୍ରଭୃତି

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ଶିଳ୍ପକର୍ମ, ଅର୍ଥାତ୍‍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ-ଖୋଦନ ପ୍ରଭୃତି

Gade chapit la Kopi

ପବିତ୍ର ବାଇବଲ

3 ଆମ୍ଭେ ପରମେଶ୍ୱରଙ୍କ ଆତ୍ମାରେ ବତ୍ସଲେଲକୁ ପୂର୍ଣ୍ଣ କଲୁ। ସମସ୍ତ କାରିଗରି କାର୍ଯ୍ୟ କରିବାକୁ ଆମ୍ଭେ ତାକୁ ସମସ୍ତ ପ୍ରକାର କୌଶଳ ଓ ଜ୍ଞାନ ଦେଇଅଛୁ।

Gade chapit la Kopi




ଯାତ୍ରା ପୁସ୍ତକ 31:3
12 Referans Kwoze  

ପୁଣି, ତାହାକୁ ଜ୍ଞାନ, ବୁଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରି


କାରଣ, ତାହାର ପରମେଶ୍ୱର ତାହାକୁ ଯଥାର୍ଥ ଉପଦେଶ ଦିଅନ୍ତି ଓ ସେ ତାହାକୁ ଶିଖାନ୍ତି।


ସେ ନପ୍ତାଲି-ବଂଶୀୟ ଏକ ବିଧବା ସ୍ତ୍ରୀର ପୁତ୍ର, ତାହାର ପିତା ସୋର ନଗରସ୍ଥ ଏକ କାଂସ୍ୟକାର ଥିଲା; ପୁଣି, ସେ ପିତ୍ତଳର ସମସ୍ତ କାର୍ଯ୍ୟ କରିବାକୁ ଜ୍ଞାନ ଓ ବୁଦ୍ଧି ଓ ବିଦ୍ୟାରେ ପରିପୂର୍ଣ୍ଣ ଥିଲା। ପୁଣି, ସେ ଶଲୋମନ ରାଜାଙ୍କ ନିକଟକୁ ଆସି ତାଙ୍କର ସମସ୍ତ କାର୍ଯ୍ୟ କଲା।


ପୁଣି, ବିଚାର କରିବା ନିମନ୍ତେ ଉପବିଷ୍ଟ ଲୋକ ପ୍ରତି ବିଚାରଜନକ ଆତ୍ମା ଓ ଯେଉଁମାନେ ନଗର-ଦ୍ୱାରରେ ଯୁଦ୍ଧ ଫେରାଇ ଦିଅନ୍ତି, ସେମାନଙ୍କ ପ୍ରତି ବଳ ସ୍ୱରୂପ ହେବେ।


ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ, ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ?”


ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ।


ସର୍ବପ୍ରକାର ଶିଳ୍ପକର୍ମ କରଣାର୍ଥେ


ଆଉ ଖୋଦନ ଓ ଶିଳ୍ପକର୍ମ କରିବା ନିମନ୍ତେ, ପୁଣି, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ରରେ ସୂଚି କର୍ମ ଓ ତନ୍ତୀ କର୍ମ କରିବା ନିମନ୍ତେ, ଅର୍ଥାତ୍‍, ଯାବତୀୟ ଶିଳ୍ପକର୍ମ ଓ ଚିତ୍ର କର୍ମ କରିବା ପାଇଁ ସେମାନଙ୍କ ମନକୁ ଜ୍ଞାନରେ ପରିପୂର୍ଣ୍ଣ କରିଅଛନ୍ତି।”


ଏହେତୁ ମୋʼ ପିତା ଦାଉଦଙ୍କ ଦ୍ୱାରା ନିଯୁକ୍ତ ଯେଉଁ ନିପୁଣ ଲୋକମାନେ ଯିହୁଦାରେ ଓ ଯିରୂଶାଲମରେ ମୋʼ ନିକଟରେ ଅଛନ୍ତି, ସେମାନଙ୍କ ସଙ୍ଗେ ସୁନା, ରୂପା, ପିତ୍ତଳ, ଲୁହା, ଧୂମ୍ର, ସିନ୍ଦୂର ଓ ନୀଳ ସୂତ୍ରର କର୍ମରେ ଓ ସର୍ବପ୍ରକାର ଖୋଦନ-କର୍ମରେ ନିପୁଣ ଏକ ଲୋକକୁ ମୋʼ ନିକଟକୁ ପଠାଉନ୍ତୁ।


ଏଥିଉତ୍ତାରେ ଶଲୋମନ ରାଜା ଲୋକ ପଠାଇ ହୂରମ୍‍କୁ ସୋରରୁ ଅଣାଇଲେ।


ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।


Swiv nou:

Piblisite


Piblisite