ଯାତ୍ରା ପୁସ୍ତକ 32:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେହି ପ୍ରସ୍ତର ପଟା ପରମେଶ୍ୱରଙ୍କ ନିର୍ମିତ; ପୁଣି, ତହିଁରେ ଖୋଦିତ ଲିଖନ ହିଁ ପରମେଶ୍ୱରଙ୍କ ଲିଖନ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)16 ସେହି ପ୍ରସ୍ତର ପଟା ପରମେଶ୍ଵରଙ୍କ-ନିର୍ମିତ; ପୁଣି ତହିଁରେ ଖୋଦିତ ଲିଖନ ହିଁ ପରମେଶ୍ଵରଙ୍କ ଲିଖନ ଥିଲା। Gade chapit laଓଡିଆ ବାଇବେଲ16 ସେହି ପ୍ରସ୍ତର ପଟା ପରମେଶ୍ୱରଙ୍କ-ନିର୍ମିତ; ପୁଣି, ତହିଁରେ ଖୋଦିତ ଲିଖନ ହିଁ ପରମେଶ୍ୱରଙ୍କ ଲିଖନ ଥିଲା। Gade chapit laପବିତ୍ର ବାଇବଲ16 ପରମେଶ୍ୱରଙ୍କ ଦ୍ୱାରା ସେହି ପ୍ରସ୍ତର ଫଳକ ନିର୍ମିତ ହୋଇଥିଲା ଏବଂ ପରମେଶ୍ୱର ସ୍ୱହସ୍ତରେ ଲେଖିଥିଲେ। Gade chapit la |