Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 32:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହୁଁ ହାରୋଣ ସେମାନଙ୍କୁ କହିଲେ, “ତେବେ ତୁମ୍ଭେମାନେ ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ରକନ୍ୟାଗଣର କର୍ଣ୍ଣରୁ ସ୍ୱର୍ଣ୍ଣକୁଣ୍ଡଳ କାଢ଼ି ମୋʼ ପାଖକୁ ଆଣ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହୁଁ ହାରୋଣ ସେମାନଙ୍କୁ କହିଲେ, ତେବେ ତୁମ୍ଭେମାନେ ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ରକନ୍ୟାଗଣର କର୍ଣ୍ଣରୁ ସ୍ଵର୍ଣ୍ଣକୁଣ୍ତଳ କାଢ଼ି ମୋʼ ପାଖକୁ ଆଣ।

Gade chapit la Kopi

ଓଡିଆ ବାଇବେଲ

2 ତହୁଁ ହାରୋଣ ସେମାନଙ୍କୁ କହିଲେ, “ତେବେ ତୁମ୍ଭେମାନେ ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ରକନ୍ୟାଗଣର କର୍ଣ୍ଣରୁ ସ୍ୱର୍ଣ୍ଣକୁଣ୍ଡଳ କାଢ଼ି ମୋ’ ପାଖକୁ ଆଣ।”

Gade chapit la Kopi

ପବିତ୍ର ବାଇବଲ

2 ହାରୋଣ ସେହି ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କର ସ୍ତ୍ରୀ, ପୁତ୍ରକନ୍ୟାମାନଙ୍କର କର୍ଣ୍ଣ କୁଣ୍ଡଳ ମୋ’ ପାଖକୁ ଆଣ।”

Gade chapit la Kopi




ଯାତ୍ରା ପୁସ୍ତକ 32:2
13 Referans Kwoze  

ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍‍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।


ଆହୁରି, ଆମ୍ଭର ସୁନା ଓ ଆମ୍ଭର ରୂପାରେ ନିର୍ମିତ ଯେସକଳ ସୁନ୍ଦର ଆଭରଣ ଆମ୍ଭେ ତୁମ୍ଭକୁ ଦେଇଥିଲୁ, ତୁମ୍ଭେ ତାହା ନେଇ ପୁରୁଷାକୃତି ପ୍ରତିମାଗଣ ନିର୍ମାଣ କରି ସେମାନଙ୍କ ସଙ୍ଗେ ବ୍ୟଭିଚାର କଲ;


ପୁଣି, ପୁରୁଷ ଓ ସ୍ତ୍ରୀ ଯେତେ ଲୋକ ସ୍ୱଚ୍ଛନ୍ଦମନା ଥିଲେ, ସେସମସ୍ତେ ଆସି ଉରୋମଣି, କୁଣ୍ଡଳ, ଅଙ୍ଗୁରୀୟ ଓ ହାର ପ୍ରଭୃତି ସ୍ୱର୍ଣ୍ଣ ଅଳଙ୍କାରସବୁ ଆଣିଲେ; ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱର୍ଣ୍ଣର ଉପହାର ଉତ୍ସର୍ଗ କଲେ।


ଏଥିଉତ୍ତାରେ ମୁଁ ତାହାକୁ ପଚାରିଲି, ‘ତୁମ୍ଭେ କାହାର କନ୍ୟା?’ ତହିଁରେ ସେ କହିଲା, ‘ନାହୋରର ଔରସରେ ମିଲ୍କାର ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।’ ତହୁଁ ମୁଁ ତାହାର ନାସିକାରେ ନଥ ଓ ହସ୍ତରେ ବଳା ପିନ୍ଧାଇଲି।


ପୁଣି, ଓଟମାନେ ଜଳ ପାନ କଲା ଉତ୍ତାରେ ସେହି ପୁରୁଷ ତାହା ନିମନ୍ତେ ଅଧଭରି ପରିମିତ ସୁବର୍ଣ୍ଣ ନଥ ଓ ତାହାର ହସ୍ତ ନିମନ୍ତେ ଦଶଭରି ପରିମିତ ଦୁଇ ସୁବର୍ଣ୍ଣ ବଳା ନେଇ କହିଲା,


ଏହେତୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ, ଅନ୍ୟ ଦେବତାଗଣ ନିର୍ମାଣ କରିବ ନାହିଁ; ଆପଣାମାନଙ୍କ ନିମନ୍ତେ ରୌପ୍ୟମୟ ଦେବତା ଓ ସ୍ୱର୍ଣ୍ଣମୟ ଦେବତା ନିର୍ମାଣ କରିବ ନାହିଁ।


ତହିଁରେ ସମସ୍ତ ଲୋକ ଆପଣା ଆପଣା କର୍ଣ୍ଣରୁ ସ୍ୱର୍ଣ୍ଣକୁଣ୍ଡଳସବୁ କାଢ଼ି ହାରୋଣଙ୍କ ନିକଟକୁ ଆଣିଲେ।


ସୁବର୍ଣ୍ଣ କର୍ଣ୍ଣକୁଣ୍ଡଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ ଭର୍ତ୍ସନାକାରୀ ସେପରି।


ଆଉ, ତୁମ୍ଭେମାନେ ଆପଣାର ରୌପ୍ୟ ପ୍ରତିମାଗଣର ମଣ୍ଡନ ଓ ଛାଞ୍ଚରେ ଢଳା ସ୍ୱର୍ଣ୍ଣ ପ୍ରତିମାଗଣର ଆଭରଣ ଅଶୁଚି କରିବ; ତୁମ୍ଭେ ସେହି ସବୁକୁ ଅଶୁଚି ବସ୍ତୁ ତୁଲ୍ୟ ପକାଇ ଦେବ; ତୁମ୍ଭେ କହିବ, ଏଠାରୁ ବାହାରି ଯାଅ।


କର୍ଣ୍ଣଭୂଷଣ, ଚୁଡ଼ି, ଘୁମୁଟା;


Swiv nou:

Piblisite


Piblisite