Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 32:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତହୁଁ ମୋଶା ହାରୋଣଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭ ପ୍ରତି କʼଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଅଛ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତହୁଁ ମୋଶା ହାରୋଣଙ୍କୁ କହିଲେ, ଏହି ଲୋକମାନେ ତୁମ୍ଭ ପ୍ରତି କʼଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଲ?

Gade chapit la Kopi

ଓଡିଆ ବାଇବେଲ

21 ତହୁଁ ମୋଶା ହାରୋଣଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭ ପ୍ରତି କ’ଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଅଛ ?”

Gade chapit la Kopi

ପବିତ୍ର ବାଇବଲ

21 ମୋଶା ହାରୋଣଙ୍କୁ କହିଲେ, “ଏ ଲୋକମାନେ ତୁମ୍ଭ ପାଇଁ କ’ଣ କଲେ? କାହିଁକି ତୁମ୍ଭେ ସେମାନଙ୍କୁ ଏପରି ପାପ କରିବାକୁ ଆଗେଇ ନେଲ?”

Gade chapit la Kopi




ଯାତ୍ରା ପୁସ୍ତକ 32:21
11 Referans Kwoze  

ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ।”


ପୁଣି, ତୁମ୍ଭେ ଯେଉଁ ବିରକ୍ତିଜନକ କର୍ମ ଦ୍ୱାରା ମୋତେ ବିରକ୍ତ କରିଅଛ ଓ ଇସ୍ରାଏଲକୁ ପାପ କରାଇଅଛ, ତହିଁ ନିମନ୍ତେ ମୁଁ ତୁମ୍ଭ ବଂଶକୁ ନବାଟର ପୁତ୍ର ଯାରବୀୟାମର ବଂଶ ତୁଲ୍ୟ ଓ ଅହୀୟର ପୁତ୍ର ବାଶାର ବଂଶ ତୁଲ୍ୟ କରିବି।


ପୁଣି, ଯାରବୀୟାମ ଯେଉଁ ପାପ କରିଅଛି ଓ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଅଛି, ତାହାର ସେହି ସବୁ ପାପ ସକାଶୁ ସେ ଇସ୍ରାଏଲକୁ ତ୍ୟାଗ କରିବେ।”


ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାʼନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ-ସନ୍ତାନମାନେ ତାହା କରିଥାʼନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ‘ଯାଅ ଅନ୍ୟ ଦେବଗଣର ସେବା କର।’


ତହିଁରେ ଅବିମେଲକ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ।”


ପୁଣି, ସେମାନଙ୍କ ନିର୍ମିତ ବାଛୁରି ଘେନି ଅଗ୍ନିରେ ପୋଡ଼ିଲେ ଓ ତାହା ପେଷି ଧୂଳି କଲେ, ଆଉ ଜଳ ଉପରେ ବିଞ୍ଚି ଦେଇ ଇସ୍ରାଏଲ-ସନ୍ତାନଗଣକୁ ପିଆଇଲେ।


ତହିଁରେ ହାରୋଣ କହିଲେ, “ଆମ୍ଭ ପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ନ ହେଉ; ଆପଣ ଜାଣନ୍ତି ଯେ, ଏହି ଲୋକମାନେ ଦୁଷ୍ଟତାରେ ଆସକ୍ତ।


ତହିଁରେ ଶାମୁୟେଲ କହିଲେ, “ତେବେ ମୋʼ କର୍ଣ୍ଣରେ ଯେ ମେଷରବ ହେଉଛି ଓ ମୁଁ ଯେ ଗୋରୁ-ରବ ଶୁଣୁଛି, ଏଥିର ଅର୍ଥ କଅଣ?”


Swiv nou:

Piblisite


Piblisite