ଯାତ୍ରା ପୁସ୍ତକ 32:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହିଁରେ ହାରୋଣ କହିଲେ, “ଆମ୍ଭ ପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ନ ହେଉ; ଆପଣ ଜାଣନ୍ତି ଯେ, ଏହି ଲୋକମାନେ ଦୁଷ୍ଟତାରେ ଆସକ୍ତ। Gade chapit laପବିତ୍ର ବାଇବଲ (Re-edited) - (BSI)22 ତହିଁରେ ହାରୋଣ କହିଲେ, ଆମ୍ଭ ପ୍ରଭୁଙ୍କର କ୍ରୋଧ ପ୍ରଜ୍ଵଳିତ ନ ହେଉ; ଆପଣ ଜାଣନ୍ତି ଯେ, ଏହି ଲୋକମାନେ ଦୁଷ୍ଟତାରେ ଆସକ୍ତ। Gade chapit laଓଡିଆ ବାଇବେଲ22 ତହିଁରେ ହାରୋଣ କହିଲେ, “ଆମ୍ଭ ପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ନ ହେଉ; ଆପଣ ଜାଣନ୍ତି ଯେ, ଏହି ଲୋକମାନେ ଦୁଷ୍ଟତାରେ ଆସକ୍ତ।” Gade chapit laପବିତ୍ର ବାଇବଲ22 ହାରୋଣ ଉତ୍ତର ଦେଲେ, “କ୍ରୋଧ ହୁଅ ନାହିଁ ମହାଶୟ। ତୁମ୍ଭେ ଜାଣ ଏହି ଲୋକମାନେ ସର୍ବଦା ଭୁଲ୍ କରନ୍ତି। Gade chapit la |