ଯାତ୍ରା ପୁସ୍ତକ 32:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତେବେ ମୁଁ କହିଲି, ‘ତୁମ୍ଭମାନଙ୍କ ମଧ୍ୟରେ ଯାହାର ଯେକୌଣସି ସୁନା ଅଛି, ତାହା ସେମାନେ କାଢ଼ି ଦିଅନ୍ତୁ; ତହିଁରେ ସେମାନେ ମୋତେ ତାହା ଦେଲେ; ମୁଁ ତାହା ନେଇ ଅଗ୍ନିରେ ପକାଇଲି, ତହୁଁ ଏହି ବାଛୁରି ବାହାରି ଆସିଲା।’” Gade chapit laପବିତ୍ର ବାଇବଲ (Re-edited) - (BSI)24 ତେବେ ମୁଁ କହିଲି, ତୁମ୍ଭମାନଙ୍କ ମଧ୍ୟରେ ଯାହାର ଯେ ସୁନା ଥାଏ, ତାହା ସେମାନେ କାଢ଼ି ଦିଅନ୍ତୁ; ତହିଁରେ ସେମାନେ ମୋତେ ତାହା ଦେଲେ; ମୁଁ ତାହା ନେଇ ଅଗ୍ନିରେ ପକାଇଲି, ତହୁଁ ଏହି ବାଛୁରି ବାହାରି ଆସିଲା। Gade chapit laଓଡିଆ ବାଇବେଲ24 ତେବେ ମୁଁ କହିଲି, “ତୁମ୍ଭମାନଙ୍କ ମଧ୍ୟରେ ଯାହାର ଯେ କୌଣସି ସୁନା ଅଛି, ତାହା ସେମାନେ କାଢ଼ି ଦିଅନ୍ତୁ; ତହିଁରେ ସେମାନେ ମୋତେ ତାହା ଦେଲେ; ମୁଁ ତାହା ନେଇ ଅଗ୍ନିରେ ପକାଇଲି, ତହୁଁ ଏହି ବାଛୁରି ବାହାରି ଆସିଲା।” Gade chapit laପବିତ୍ର ବାଇବଲ24 ତେଣୁ ମୁଁ ଲୋକମାନଙ୍କୁ କହିଲି, ‘ଯଦି ତୁମ୍ଭମାନଙ୍କ ପାଖରେ କିଛି ସୁବର୍ଣ୍ଣର ଅଳଙ୍କାର ଅଛି, ତେବେ ମୋ’ ପାଖକୁ ଆଣ, ତେଣୁ ସେମାନେ ମୋତେ ତାଙ୍କର ସବୁ ସୁବର୍ଣ୍ଣ ଦେଲେ।’ ମୁଁ ସୁବର୍ଣ୍ଣକୁ ନିଆଁରେ ଫୋପାଡ଼ି ଦେଲି ଓ ଏହି ବାଛୁରି ତିଆରି କଲି।” Gade chapit la |