Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 32:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ ମୋଶା ଲୋକମାନଙ୍କୁ ସ୍ୱେଚ୍ଛାଚାରୀ ଦେଖିଲେ, କାରଣ ହାରୋଣ ସେମାନଙ୍କୁ ଶତ୍ରୁଗଣ ମଧ୍ୟରେ ହାସ୍ୟାସ୍ପଦ ହେବା ଭଳି ସ୍ୱେଚ୍ଛାଚାରୀ କରି ଛାଡ଼ିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଆଉ ମୋଶା ଲୋକମାନଙ୍କୁ ସ୍ଵେଚ୍ଛାଚାରୀ ଦେଖିଲେ, କାରଣ ହାରୋଣ ସେମାନଙ୍କୁ ଶତ୍ରୁଗଣ ମଧ୍ୟରେ ହାସ୍ୟାସ୍ପଦ ହେବା ଭଳି ସ୍ଵେଚ୍ଛାଚାରୀ କରି ଛାଡ଼ିଥିଲେ।

Gade chapit la Kopi

ଓଡିଆ ବାଇବେଲ

25 ଆଉ ମୋଶା ଲୋକମାନଙ୍କୁ ସ୍ୱେଚ୍ଛାଚାରୀ ଦେଖିଲେ, କାରଣ ହାରୋଣ ସେମାନଙ୍କୁ ଶତ୍ରୁଗଣ ମଧ୍ୟରେ ହାସ୍ୟାସ୍ପଦ ହେବା ଭଳି ସ୍ୱେଚ୍ଛାଚାରୀ କରି ଛାଡ଼ିଥିଲେ।

Gade chapit la Kopi

ପବିତ୍ର ବାଇବଲ

25 ମୋଶା ହୃ‌ଦ୍‌ବୋଧ କଲେ ଯେ, ହାରୋଣ ଲୋକମାନଙ୍କୁ ନିୟନ୍ତ୍ରଣ ବାହାର କରି ଦେଇଛନ୍ତି। ତେଣୁ ଶତ୍ରୁମାନଙ୍କ ଦ୍ୱାରା ହାସ୍ୟାସ୍ପଦ ହେବାକୁ ହେବ।

Gade chapit la Kopi




ଯାତ୍ରା ପୁସ୍ତକ 32:25
17 Referans Kwoze  

ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବ; ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ।


ଦେଖ, ଆମ୍ଭେ ଚୋର ପରି ଆସୁଅଛୁ; “ଯେ ଜାଗ୍ରତ ଥାଇ ଆପଣା ବସ୍ତ୍ର ରକ୍ଷା କରେ, ସେ ଧନ୍ୟ, କାରଣ ତାହା କଲେ ସେ ଉଲଗ୍ନ ହୋଇ ବୁଲିବ ନାହିଁ ଓ ଲୋକେ ତାହାର ଲଜ୍ଜା ଦେଖିବେ ନାହିଁ।”


ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବେଥ୍-ସେଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ବନ ହରଣ କରିବ।


ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେ ସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜାବୋଧ କରୁଅଛ, କେବଳ ସେତିକି ମାତ୍ର; ସେହି ସମସ୍ତର ପରିଣାମ ତ ମୃତ୍ୟୁ।


ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା;


ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ।


ତୁମ୍ଭେ ଯାହା ଯାହା କରିଅଛ, ତୁମ୍ଭର ସେହି ସବୁ ଯେତେବେଳେ ଆମ୍ଭେ କ୍ଷମା କରିବା, ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ।” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


କାରଣ ଇସ୍ରାଏଲର ରାଜା ଆହସ୍‌ଙ୍କ ସକାଶୁ ସଦାପ୍ରଭୁ ଯିହୁଦାକୁ ଖର୍ବ କଲେ; ଯେଣୁ ସେ ଯିହୁଦା ମଧ୍ୟରେ ସ୍ୱେଚ୍ଛାଚାର କରି ସଦାପ୍ରଭୁଙ୍କ ବିରୁଦ୍ଧରେ ନିତାନ୍ତ ସତ୍ୟ-ଲଙ୍ଘନ କରିଥିଲେ।


ଆଉ ସଦାପ୍ରଭୁ ହାରୋଣଙ୍କୁ ବିନାଶ କରିବା ପାଇଁ ଅତିଶୟ କୋପ କଲେ; ମୁଁ ସେସମୟରେ ମଧ୍ୟ ହାରୋଣଙ୍କ ପାଇଁ ପ୍ରାର୍ଥନା କଲି।


ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।”


ଏଥିରେ ମୋଶା ଛାଉଣି ଦ୍ୱାରରେ ଠିଆ ହୋଇ କହିଲେ, “ସଦାପ୍ରଭୁଙ୍କ ପକ୍ଷରେ କିଏ ଅଛି? ସେ ମୋʼ ନିକଟକୁ ଆସୁ,” ତହିଁରେ ଲେବୀର ସନ୍ତାନଗଣ ତାଙ୍କ ନିକଟରେ ଏକତ୍ର ହେଲେ।


ଏହେତୁ ରାଜା ପରାମର୍ଶ କରି ସୁବର୍ଣ୍ଣର ଦୁଇ ଗୋବତ୍ସ ନିର୍ମାଣ କଲେ; ପୁଣି, ସେ ଲୋକମାନଙ୍କୁ କହିଲେ, “ଯିରୂଶାଲମକୁ ଯିବା ପାଇଁ ତୁମ୍ଭମାନଙ୍କୁ ବହୁତ କଷ୍ଟ ପଡ଼ୁଅଛି; ହେ ଇସ୍ରାଏଲ, ତୁମ୍ଭ ଦେବତାମାନଙ୍କୁ ଦେଖ, ସେମାନେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ।”


ପୁଣି, ଯାରବୀୟାମ ଯେଉଁ ପାପ କରିଅଛି ଓ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଅଛି, ତାହାର ସେହି ସବୁ ପାପ ସକାଶୁ ସେ ଇସ୍ରାଏଲକୁ ତ୍ୟାଗ କରିବେ।”


ଈଶ୍ୱରୀୟ ପ୍ରତ୍ୟାଦେଶ ଅଭାବରେ ଲୋକମାନେ ବିନଷ୍ଟ ହୁଅନ୍ତି; ମାତ୍ର ଯେଉଁ ଲୋକ ବ୍ୟବସ୍ଥା ପାଳେ, ସେ ଧନ୍ୟ।


ମୁଁ ବଡ଼ ଲୋକମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି; କାରଣ ସେମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଶାସନ ଜାଣନ୍ତି।” ମାତ୍ର ଏମାନେ ଏକମନା ହୋଇ ଯୁଆଳି ଭାଙ୍ଗିଅଛନ୍ତି ଓ ବନ୍ଧନସବୁ ଛିଣ୍ଡାଇ ପକାଇଅଛନ୍ତି।


Swiv nou:

Piblisite


Piblisite