Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 32:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତହିଁରେ ଲେବୀର ସନ୍ତାନମାନେ ମୋଶାଙ୍କର ବାକ୍ୟାନୁସାରେ ତଦ୍ରୂପ କରନ୍ତେ, ସେହି ଦିନ ଲୋକମାନଙ୍କ ମଧ୍ୟରୁ ଊଣାଧିକ ତିନି ହଜାର ଲୋକ ମଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ତହିଁରେ ଲେବୀର ସନ୍ତାନମାନେ ମୋଶାଙ୍କର ବାକ୍ୟାନୁସାରେ ତଦ୍ରୂପ କରନ୍ତେ, ସେହିଦିନ ଲୋକମାନଙ୍କ ମଧ୍ୟରୁ ଊଣାଧିକ ତିନି ହଜାର ଲୋକ ମଲେ।

Gade chapit la Kopi

ଓଡିଆ ବାଇବେଲ

28 ତହିଁରେ ଲେବୀର ସନ୍ତାନମାନେ ମୋଶାଙ୍କର ବାକ୍ୟାନୁସାରେ ତଦ୍ରୂପ କରନ୍ତେ, ସେହି ଦିନ ଲୋକମାନଙ୍କ ମଧ୍ୟରୁ ଊଣାଧିକ ତିନି ହଜାର ଲୋକ ମଲେ।

Gade chapit la Kopi

ପବିତ୍ର ବାଇବଲ

28 ତେଣୁ ମୋଶା ଯେପରି କହିଲେ, ଲେବୀୟମାନେ ସେହିପରି କଲେ ଏବଂ ସେହି ଦିନ ଇସ୍ରାଏଲରେ 3,000 ଲୋକଙ୍କୁ ହତ୍ୟା କରାଗଲା।

Gade chapit la Kopi




ଯାତ୍ରା ପୁସ୍ତକ 32:28
12 Referans Kwoze  

ସେ ଆପଣା ପିତା ଓ ଆପଣା ମାତା ବିଷୟରେ କହିଲା, “ଆମ୍ଭେ ସେମାନଙ୍କୁ ଦେଖି ନାହୁଁ; ଅବା ସେ ଆପଣା ଭାଇମାନଙ୍କୁ ସ୍ୱୀକାର କଲା ନାହିଁ, କିଅବା ସେ ତାହାର ନିଜ ସନ୍ତାନମାନଙ୍କୁ ଚିହ୍ନିଲା ନାହିଁ। ସେମାନେ ତୁମ୍ଭର ବାକ୍ୟ ମାନିଅଛନ୍ତି ଓ ତୁମ୍ଭର ନିୟମ ରକ୍ଷା କରନ୍ତି।”


ଯେପରି ସେମାନଙ୍କ ମଧ୍ୟରେ କେତେକ ବ୍ୟଭିଚାର କରି ଏକ ଦିନରେ ତେଇଶ ହଜାର ମରିଗଲେ, ସେପରି ଆମ୍ଭେମାନେ ବ୍ୟଭିଚାର ନ କରୁ।


ତଥାପି ଆରଦିନ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ।”


ତହୁଁ ସେ ସେମାନଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଜଙ୍ଘରେ ଖଡ୍ଗ ବାନ୍ଧି ଛାଉଣିର ମଧ୍ୟଦେଇ ଏକ ଦ୍ୱାରରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଗତାୟାତ କର, ପ୍ରତି ଜଣ ଆପଣା ଆପଣା ଭାଇ, ମିତ୍ର ଓ ପ୍ରତିବାସୀକୁ ବଧ କର।’”


ଆଉ ମୋଶା କହିଥିଲେ, “ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପୁତ୍ର ଓ ଭାଇମାନଙ୍କର ବିପକ୍ଷ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ନିଯୁକ୍ତ କର, ତହିଁରେ ସେ ଏହି ଦିନରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ।”


ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଆଘାତ କଲେ, ଯେହେତୁ ହାରୋଣ-ନିର୍ମିତ ବାଛୁରି ସେମାନେ ନିର୍ମାଣ କରିଥିଲେ।


ତେବେ ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ତାହା ଦେଖି ମଣ୍ଡଳୀ ମଧ୍ୟରୁ ଉଠି ହାତରେ ଏକ ବର୍ଚ୍ଛା ନେଲା;


ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ। ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁ ସେମାନଙ୍କର କ୍ଷମାକାରୀ ପରମେଶ୍ୱର ହୋଇଥିଲ।


ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାରରୁ ସେହି ସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ।”


Swiv nou:

Piblisite


Piblisite