ଯାତ୍ରା ପୁସ୍ତକ 32:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ତଥାପି ଏବେ, ତୁମ୍ଭେ ଯଦି ସେମାନଙ୍କର ପାପ କ୍ଷମା କରିବ; କିନ୍ତୁ ଯଦି ନ କରିବ, ତେବେ ମୁଁ ବିନୟ କରୁଅଛି, ତୁମ୍ଭର ଲିଖିତ ପୁସ୍ତକରୁ ମୋହର ନାମ କାଟି ପକାଅ।” Gade chapit laପବିତ୍ର ବାଇବଲ (Re-edited) - (BSI)32 ତଥାପି ଏବେ, ତୁମ୍ଭେ ଯେବେ ସେମାନଙ୍କ ପାପ କ୍ଷମା କରିବ- ଯେବେ ନ କରିବ, ତେବେ ମୁଁ ବିନୟ କରୁଅଛି, ତୁମ୍ଭର ଲିଖିତ ପୁସ୍ତକରୁ ମୋହର ନାମ କାଟି ପକାଅ। Gade chapit laଓଡିଆ ବାଇବେଲ32 ତଥାପି ଏବେ, ତୁମ୍ଭେ ଯଦି ସେମାନଙ୍କର ପାପ କ୍ଷମା କରିବ; କିନ୍ତୁ ଯଦି ନ କରିବ, ତେବେ ମୁଁ ବିନୟ କରୁଅଛି, ତୁମ୍ଭର ଲିଖିତ ପୁସ୍ତକରୁ ମୋହର ନାମ କାଟି ପକାଅ।” Gade chapit laପବିତ୍ର ବାଇବଲ32 ବର୍ତ୍ତମାନ ସେମାନଙ୍କର ପାପକୁ କ୍ଷମା କରିଦିଅ, ଯଦି ତୁମ୍ଭେ ସେମାନଙ୍କୁ କ୍ଷମା ନ କର ତେବେ ତୁମ୍ଭେ ଲେଖିଥିବା ଜୀବନ୍ତ ପୁସ୍ତକରୁ ମୋର ନାମକୁ କାଟି ଦିଅ।” Gade chapit la |
ପୁଣି, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।