ଯାତ୍ରା ପୁସ୍ତକ 32:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଆଘାତ କଲେ, ଯେହେତୁ ହାରୋଣ-ନିର୍ମିତ ବାଛୁରି ସେମାନେ ନିର୍ମାଣ କରିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)35 ପୁଣି ସଦାପ୍ରଭୁ ଲୋକମାନଙ୍କୁ ଆଘାତ କଲେ, ଯେହେତୁ ହାରୋଣ-ନିର୍ମିତ ବାଛୁରି ସେମାନେ ନିର୍ମାଣ କରିଥିଲେ। Gade chapit laଓଡିଆ ବାଇବେଲ35 ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଆଘାତ କଲେ, ଯେହେତୁ ହାରୋଣ-ନିର୍ମିତ ବାଛୁରି ସେମାନେ ନିର୍ମାଣ କରିଥିଲେ। Gade chapit laପବିତ୍ର ବାଇବଲ35 ତେଣୁ ସଦାପ୍ରଭୁ ଲୋକମାନଙ୍କ ଉପରେ ଭୟଙ୍କର ଅସୁସ୍ଥତା ଆଣିଲେ, ସେ ଏପରି କଲେ କାରଣ ଲୋକମାନେ ହାରୋଣଙ୍କୁ ଏହି ସୁବର୍ଣ୍ଣ ବାଛୁରି ତିଆରି କରିବାକୁ କହିଥିଲେ। Gade chapit la |