ଯାତ୍ରା ପୁସ୍ତକ 32:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେ ସେମାନଙ୍କ ହସ୍ତରୁ ତାହା ନେଇ ଶିଳ୍ପାସ୍ତ୍ରରେ ଛାଞ୍ଚ ପ୍ରସ୍ତୁତ କରି ଏକ ଢଳା ବାଛୁରି ନିର୍ମାଣ କଲେ; ତହୁଁ ଲୋକମାନେ କହିଲେ, “ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।” Gade chapit laପବିତ୍ର ବାଇବଲ (Re-edited) - (BSI)4 ସେ ସେମାନଙ୍କ ହସ୍ତରୁ ତାହା ନେଇ ଶିଳ୍ପାସ୍ତ୍ରରେ ଛାଞ୍ଚ ପ୍ରସ୍ତୁତ କରି ଏକ ଢଳା ବାଛୁରି ନିର୍ମାଣ କଲେ; ତହୁଁ ଲୋକମାନେ କହିଲେ, ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି। Gade chapit laଓଡିଆ ବାଇବେଲ4 ସେ ସେମାନଙ୍କ ହସ୍ତରୁ ତାହା ନେଇ ଶିଳ୍ପାସ୍ତ୍ରରେ ଛାଞ୍ଚ ପ୍ରସ୍ତୁତ କରି ଏକ ଢଳା ବାଛୁରି ନିର୍ମାଣ କଲେ; ତହୁଁ ଲୋକମାନେ କହିଲେ, “ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।” Gade chapit laପବିତ୍ର ବାଇବଲ4 ହାରୋଣ ଲୋକମାନଙ୍କଠାରୁ ସୁବର୍ଣ୍ଣ ଗ୍ରହଣ କଲେ। ତା'ପରେ ହାରୋଣ ସେଥିରୁ ଏକ ସୁବର୍ଣ୍ଣର ଶିଳ୍ପାସ୍ତ୍ରରେ ଛାଞ୍ଚ ପ୍ରସ୍ତୁତ କରି ସେଥିରେ ଢଳା ବାଛୁରି ନିର୍ମାଣ କଲେ। ଏହା ପରେ ସେ କହିଲେ, “ଇସ୍ରାଏଲ, ଯେଉଁ ଦେବତା ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଥିଲେ, ସେଗୁଡ଼ିକ ଏହି।” Gade chapit la |