ଯାତ୍ରା ପୁସ୍ତକ 32:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସଦାପ୍ରଭୁ ମୋଶାଙ୍କୁ ଆହୁରି କହିଲେ, “ଆମ୍ଭେ ଏହି ଲୋକମାନଙ୍କୁ ଦେଖିଅଛୁ; ଦେଖ, ସେମାନେ ଅତିଶୟ ଶକ୍ତଗ୍ରୀବ ଲୋକ। Gade chapit laପବିତ୍ର ବାଇବଲ (Re-edited) - (BSI)9 ସଦାପ୍ରଭୁ ମୋଶାଙ୍କୁ ଆହୁରି କହିଲେ, ଆମ୍ଭେ ଏହି ଲୋକମାନଙ୍କୁ ଦେଖିଲୁ; ଦେଖ, ସେମାନେ ଅତିଶୟ ଶକ୍ତଗ୍ରୀବ ଲୋକ। Gade chapit laଓଡିଆ ବାଇବେଲ9 ସଦାପ୍ରଭୁ ମୋଶାଙ୍କୁ ଆହୁରି କହିଲେ, “ଆମ୍ଭେ ଏହି ଲୋକମାନଙ୍କୁ ଦେଖିଅଛୁ; ଦେଖ, ସେମାନେ ଅତିଶୟ ଶକ୍ତଗ୍ରୀବ ଲୋକ।” Gade chapit laପବିତ୍ର ବାଇବଲ9 ସଦାପ୍ରଭୁ ମୋଶାଙ୍କୁ କହିଲେ, “ମୁଁ ଏହି ଲୋକମାନଙ୍କୁ ଦେଖିଅଛି। ସେମାନେ ଅତିଶୟ ଜିଦ୍ଖୋର Gade chapit la |
ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।