ଯାତ୍ରା ପୁସ୍ତକ 33:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏହାପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଅବ୍ରହାମ ଓ ଇସ୍ହାକ ଓ ଯାକୁବ ନିକଟରେ ଶପଥ କରି ଯେଉଁ ଦେଶ ବିଷୟରେ କହିଥିଲୁ, ତୁମ୍ଭ ବଂଶକୁ ଏହି ଦେଶ ଦେବା, ସେହି ଦେଶକୁ ଯିବା ପାଇଁ ତୁମ୍ଭେ ଓ ମିସରରୁ ଆନୀତ ଲୋକମାନେ ଏହି ସ୍ଥାନରୁ ପ୍ରସ୍ଥାନ କର; Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଥିଉତ୍ତାରୁ ସଦାପ୍ରଭୁ ମୋଶାଙ୍କୁ କହିଲେ, ଆମ୍ଭେ ଅବ୍ରହାମ ଓ ଇସ୍ହାକ ଓ ଯାକୁବ ନିକଟରେ ଶପଥ କରି ଯେଉଁ ଦେଶ ବିଷୟରେ କହିଥିଲୁ, ତୁମ୍ଭ ବଂଶକୁ ଏହି ଦେଶ ଦେବା, ସେହି ଦେଶକୁ ଯିବା ପାଇଁ ତୁମ୍ଭେ ଓ ମିସରରୁ ଆନୀତ ଲୋକମାନେ ଏସ୍ଥାନରୁ ପ୍ରସ୍ଥାନ କର; Gade chapit laଓଡିଆ ବାଇବେଲ1 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଅବ୍ରହାମ ଓ ଇସ୍ହାକ ଓ ଯାକୁବ ନିକଟରେ ଶପଥ କରି ଯେଉଁ ଦେଶ ବିଷୟରେ କହିଥିଲୁ, ତୁମ୍ଭ ବଂଶକୁ ଏହି ଦେଶ ଦେବା, ସେହି ଦେଶକୁ ଯିବା ପାଇଁ ତୁମ୍ଭେ ଓ ମିସରରୁ ଆନୀତ ଲୋକମାନେ ଏସ୍ଥାନରୁ ପ୍ରସ୍ଥାନ କର; Gade chapit laପବିତ୍ର ବାଇବଲ1 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏବଂ ମିଶରରୁ ବାହାର କରି ଆଣିଥିବା ଲୋକମାନଙ୍କ ସହିତ ଏ ଦେଶ ପରିତ୍ୟାଗ କର। ମୁଁ ଅବ୍ରହାମ ଓ ଇସ୍ହାକ ଓ ଯାକୁବ ନିକଟରେ ପ୍ରତିଜ୍ଞା କରିଥିଲି, ସେମାନଙ୍କ ଭବିଷ୍ୟଦ୍ ବଂଶଧରମାନଙ୍କୁ ଦେବି ବୋଲି। Gade chapit la |