ଯାତ୍ରା ପୁସ୍ତକ 33:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମନୁଷ୍ୟ ଯେପରି ମିତ୍ର ସହିତ ଆଳାପ କରେ, ସେପରି ସଦାପ୍ରଭୁ ମୁଖାମୁଖି ହୋଇ ମୋଶାଙ୍କ ସହିତ ଆଳାପ କଲେ; ଏଉତ୍ତାରେ ମୋଶା ଛାଉଣିକୁ ବାହୁଡ଼ି ଆସିଲେ, ମାତ୍ର ନୂନର ପୁତ୍ର ଯିହୋଶୂୟ ନାମକ ତାଙ୍କର ଯୁବା ପରିଚାରକ ତମ୍ବୁ ମଧ୍ୟରୁ ପ୍ରସ୍ଥାନ କଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ମନୁଷ୍ୟ ଯେପରି ମିତ୍ର ସହିତ ଆଳାପ କରେ, ସେପରି ସଦାପ୍ରଭୁ ମୁଖାମୁଖି ହୋଇ ମୋଶାଙ୍କ ସହିତ ଆଳାପ କଲେ; ଏଉତ୍ତାରେ ମୋଶା ଛାଉଣିକି ବାହୁଡ଼ି ଆସିଲେ, ମାତ୍ର ନୂନର ପୁତ୍ର ଯିହୋଶୂୟ ନାମକ ତାଙ୍କର ଯୁବା ପରିଚାରକ ତମ୍ଵୁ ମଧ୍ୟରୁ ପ୍ରସ୍ଥାନ କଲେ ନାହିଁ। Gade chapit laଓଡିଆ ବାଇବେଲ11 ମନୁଷ୍ୟ ଯେପରି ମିତ୍ର ସହିତ ଆଳାପ କରେ, ସେପରି ସଦାପ୍ରଭୁ ମୁଖାମୁଖି ହୋଇ ମୋଶାଙ୍କ ସହିତ ଆଳାପ କଲେ; ଏଉତ୍ତାରେ ମୋଶା ଛାଉଣିକୁ ବାହୁଡ଼ି ଆସିଲେ, ମାତ୍ର ନୂନର ପୁତ୍ର ଯିହୋଶୂୟ ନାମକ ତାଙ୍କର ଯୁବା ପରିଚାରକ ତମ୍ବୁ ମଧ୍ୟରୁ ପ୍ରସ୍ଥାନ କଲେ ନାହିଁ। Gade chapit laପବିତ୍ର ବାଇବଲ11 ଏହି ପ୍ରକାରେ ସଦାପ୍ରଭୁ ମୋଶାଙ୍କ ସହିତ ମୁହାଁମୁହିଁ କଥାବାର୍ତ୍ତା ହେଲେ। ସଦାପ୍ରଭୁ ମୋଶାଙ୍କ ସହିତ କଥାବାର୍ତ୍ତା ହେଉଥିଲେ ଯେପରି ସେ ତାଙ୍କର ବନ୍ଧୁ। ସଦାପ୍ରଭୁଙ୍କ ସହିତ ମୋଶା କଥାବାର୍ତ୍ତା କରି ସାରିବା ପରେ ଛାଉଣିକୁ ଫେରି ଆସିଲେ କିନ୍ତୁ ତାଙ୍କର ପରିଗ୍ଭରକ ସର୍ବଦା ତମ୍ବୁରେ ରହୁଥିଲେ। ସେହି ପରିଗ୍ଭରକର ନାମ ଥିଲା ଯିହୋଶୂୟ, ସେ ଥିଲେ ନୂନର ପୁତ୍ର। Gade chapit la |