ଯାତ୍ରା ପୁସ୍ତକ 33:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଉତ୍ତମ, ମୁଁ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଅଛି, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇବା ପାଇଁ ଯେପରି ତୁମ୍ଭଙ୍କୁ ଜାଣି ପାରିବି, ଏଥିପାଇଁ ଏବେ ତୁମ୍ଭେ ମୋତେ ଆପଣା ମାର୍ଗ ଜଣାଅ; ପୁଣି, ଏହି ଗୋଷ୍ଠୀ ଯେ ତୁମ୍ଭର ଲୋକ, ଏହା ବିବେଚନା କର।” Gade chapit laପବିତ୍ର ବାଇବଲ (Re-edited) - (BSI)13 ଉତ୍ତମ, ମୁଁ ଯେବେ ତୁମ୍ଭ ଦୁଷ୍ଟିରେ ଅନୁଗ୍ରହପାତ୍ର ହୋଇଅଛି, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୁଷ୍ଟିରେ ଅନୁଗ୍ରହ ପାଇବା ଆଶୟରେ ଯେପରି ତୁମ୍ଭଙ୍କୁ ଜାଣି ପାରିବି, ଏଥିପାଇଁ ଏବେ ତୁମ୍ଭେ ମୋତେ ଆପଣା ଗତି ଜଣାଅ; ପୁଣି ଏହି ଗୋଷ୍ଠୀ ଯେ ତୁମ୍ଭର ଲୋକ, ଏହା ବିବେଚନା କର। Gade chapit laଓଡିଆ ବାଇବେଲ13 ଉତ୍ତମ, ମୁଁ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାତ୍ର ହୋଇଅଛି, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇବା ପାଇଁ ଯେପରି ତୁମ୍ଭଙ୍କୁ ଜାଣି ପାରିବି, ଏଥିପାଇଁ ଏବେ ତୁମ୍ଭେ ମୋତେ ଆପଣା ମାର୍ଗ ଜଣାଅ; ପୁଣି, ଏହି ଗୋଷ୍ଠୀ ଯେ ତୁମ୍ଭର ଲୋକ, ଏହା ବିବେଚନା କର।” Gade chapit laପବିତ୍ର ବାଇବଲ13 ଯଦି ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହର ପାତ୍ର ହୋଇଅଛି, ତେବେ ବିନୟ କରୁଛି ତୁମ୍ଭେ ମୋତେ ତୁମ୍ଭର ପଥସବୁ ଶିକ୍ଷା ଦିଅ, ଯେଉଁଥିପାଇଁ ମୁଁ ତୁମ୍ଭକୁ ଖୁସୀ କରି ପାରିବି। ମୁଁ ତୁମ୍ଭ ବିଷୟରେ ଜାଣିବାକୁ ଗ୍ଭହେଁ। ଦୟା କରି ତୁମ୍ଭର ଲୋକମାନଙ୍କର ଦଳରେ ମୋତେ ବିବେଚନା କର।” Gade chapit la |
ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?”