ଯାତ୍ରା ପୁସ୍ତକ 33:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ ସେ ତାହାଙ୍କୁ କହିଲେ, “ଯଦି ତୁମ୍ଭର ଉପସ୍ଥିତି ଆମ୍ଭମାନଙ୍କ ସହିତ ଗମନ ନ କରନ୍ତି, ତେବେ ଏହି ସ୍ଥାନରୁ ଆମ୍ଭମାନଙ୍କୁ ନେଇଯାଅ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)15 ତହିଁରେ ସେ ତାହାଙ୍କୁ କହିଲେ, ଯେବେ ତୁମ୍ଭର ଶ୍ରୀମୁଖ ମୋʼ ସହିତ ଗମନ ନ କରନ୍ତି, ତେବେ ଏସ୍ଥାନରୁ ଆମ୍ଭମାନଙ୍କୁ ନେଇ ଯାଅ ନାହିଁ। Gade chapit laଓଡିଆ ବାଇବେଲ15 ତହିଁରେ ସେ ତାହାଙ୍କୁ କହିଲେ, “ଯଦି ତୁମ୍ଭର ଉପସ୍ଥିତି ଆମ୍ଭମାନଙ୍କ ସହିତ ଗମନ ନ କରନ୍ତି, ତେବେ ଏସ୍ଥାନରୁ ଆମ୍ଭମାନଙ୍କୁ ନେଇ ଯାଅ ନାହିଁ।” Gade chapit laପବିତ୍ର ବାଇବଲ15 ଏହା ପରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଯଦି ତୁମ୍ଭର ଉପସ୍ଥିତି ଆମ୍ଭମାନଙ୍କ ସହିତ ନ ରହେ, ତେବେ ଆମ୍ଭମାନଙ୍କୁ କେଉଁଠାକୁ ପଠାଅ ନାହିଁ। Gade chapit la |