ଯାତ୍ରା ପୁସ୍ତକ 33:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହିଁରେ ତୁମ୍ଭ ନିକଟ ଦେଇ ଆମ୍ଭ ମହିମାର ଗମନ ସମୟରେ ଆମ୍ଭେ ତୁମ୍ଭକୁ ଶୈଳର ସେହି ଛିଦ୍ରରେ ରଖିବା ଓ ଆମ୍ଭ ଗମନର ଶେଷ ପର୍ଯ୍ୟନ୍ତ ଆପଣା ହସ୍ତରେ ତୁମ୍ଭକୁ ଆଚ୍ଛନ୍ନ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)22 ତହିଁରେ ତୁମ୍ଭ ନିକଟ ଦେଇ ଆମ୍ଭ ମହିମାର ଗମନ ସମୟରେ ଆମ୍ଭେ ତୁମ୍ଭକୁ ଶୈଳର ସେହି ଛିଦ୍ରରେ ରଖିବା ଓ ଆମ୍ଭ ଗମନର ଶେଷ ପର୍ଯ୍ୟନ୍ତ ଆପଣା ହସ୍ତରେ ତୁମ୍ଭକୁ ଆଚ୍ଛନ୍ନ କରିବା। Gade chapit laଓଡିଆ ବାଇବେଲ22 ତହିଁରେ ତୁମ୍ଭ ନିକଟ ଦେଇ ଆମ୍ଭ ମହିମାର ଗମନ ସମୟରେ ଆମ୍ଭେ ତୁମ୍ଭକୁ ଶୈଳର ସେହି ଛିଦ୍ରରେ ରଖିବା ଓ ଆମ୍ଭ ଗମନର ଶେଷ ପର୍ଯ୍ୟନ୍ତ ଆପଣା ହସ୍ତରେ ତୁମ୍ଭକୁ ଆଚ୍ଛନ୍ନ କରିବା। Gade chapit laପବିତ୍ର ବାଇବଲ22 ତୁମ୍ଭ ନିକଟ ଦେଇ ଆମ୍ଭ ମହିମାର ଗମନ ସମୟରେ ମୁଁ ତୁମ୍ଭକୁ ଶୈଳର ସେହି ଛିଦ୍ରରେ ରଖିବି ଓ ମୁଁ ଗମନର ଶେଷ ପର୍ଯ୍ୟନ୍ତ ଆପଣା ହସ୍ତରେ ତୁମ୍ଭକୁ ଆଛନ୍ନ କରିବି। Gade chapit la |