ଯାତ୍ରା ପୁସ୍ତକ 33:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଲୋକମାନେ ଏହି ଅଶୁଭ ସମ୍ବାଦ ଶୁଣି ଶୋକ କଲେ; କେହି ଆପଣା ଶରୀରରେ ଆଭରଣ ପରିଧାନ କଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଲୋକମାନେ ଏହି ଅଶୁଭ ସମ୍ଵାଦ ଶୁଣି ଶୋକ କଲେ; କେହି ଆପଣା ଶରୀରରେ ଆଭରଣ ପରିଧାନ କଲେ ନାହିଁ। Gade chapit laଓଡିଆ ବାଇବେଲ4 ଲୋକମାନେ ଏହି ଅଶୁଭ ସମ୍ବାଦ ଶୁଣି ଶୋକ କଲେ; କେହି ଆପଣା ଶରୀରରେ ଆଭରଣ ପରିଧାନ କଲେ ନାହିଁ। Gade chapit laପବିତ୍ର ବାଇବଲ4 ଲୋକମାନେ ଏହିପରି ଅଶୁଭ ସମ୍ବାଦ ଶୁଣିବା ପରେ ସେମାନେ ଶୋକ କଲେ ଏବଂ ଲୋକମାନେ ଆଉ କର୍ଣ୍ଣକୁଣ୍ଡଳ ପିନ୍ଧିଲେ ନାହିଁ। Gade chapit la |
ପୁଣି, ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, “ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ।