Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 34:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତୁମ୍ଭମାନଙ୍କର ସମସ୍ତ ପୁରୁଷ ବର୍ଷ ମଧ୍ୟରେ ତିନି ଥର ଇସ୍ରାଏଲର ପ୍ରଭୁ ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତୁମ୍ଭମାନଙ୍କର ସମସ୍ତ ପୁରୁଷ ବର୍ଷ ମଧ୍ୟରେ ତିନି ଥର ଇସ୍ରାଏଲର ପ୍ରଭୁ ସଦାପ୍ରଭୁ ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହେବେ।

Gade chapit la Kopi

ଓଡିଆ ବାଇବେଲ

23 ତୁମ୍ଭମାନଙ୍କର ସମସ୍ତ ପୁରୁଷ ବର୍ଷ ମଧ୍ୟରେ ତିନି ଥର ଇସ୍ରାଏଲର ପ୍ରଭୁ ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବେ।

Gade chapit la Kopi

ପବିତ୍ର ବାଇବଲ

23 “ତିନିଥର ପ୍ରତ୍ୟେକ ବର୍ଷ ତୁମ୍ଭମାନଙ୍କର ସମସ୍ତ ପୁରୁଷ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବ।

Gade chapit la Kopi




ଯାତ୍ରା ପୁସ୍ତକ 34:23
9 Referans Kwoze  

ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତାହାଙ୍କ ସମ୍ମୁଖରେ ବର୍ଷକେ ତିନି ଥର ତୁମ୍ଭର ପୁରୁଷ ସମସ୍ତେ ତାଡ଼ିଶୂନ୍ୟ ରୁଟିର ପର୍ବ ସମୟରେ, ସପ୍ତାହ ସମୂହର ପର୍ବ ସମୟରେ ଓ ପତ୍ରକୁଟୀର ପର୍ବ ସମୟରେ ଦେଖା ଦେବେ; ମାତ୍ର ସେମାନେ ଖାଲି ହାତରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେଖା ଦେବେ ନାହିଁ।


ବର୍ଷ ମଧ୍ୟରେ ତିନି ଥର ତୁମ୍ଭର ସମସ୍ତ ପୁଂଜାତି, ପ୍ରଭୁ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବେ।


ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”


ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।


ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ରଖିଲା।


ସେହି ବ୍ୟକ୍ତି ବର୍ଷକୁ ବର୍ଷ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ଆରାଧନା ଓ ବଳିଦାନ କରିବା ନିମନ୍ତେ ଆପଣା ନଗରରୁ ଶୀଲୋକୁ ଯାଉଥାଏ। ସେହି ସ୍ଥାନରେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ସଦାପ୍ରଭୁଙ୍କ ଯାଜକ ଥିଲେ।


ସେ ମୋଶାଙ୍କର ଆଜ୍ଞା ପ୍ରମାଣେ ବିଶ୍ରାମବାରରେ, ଅମାବାସ୍ୟାରେ ଓ ବର୍ଷକେ ତିନି ଥର ନିରୂପିତ ପର୍ବରେ, ଅର୍ଥାତ୍‍, ତାଡ଼ିଶୂନ୍ୟ ରୁଟିର ପର୍ବରେ, ସପ୍ତାହର ପର୍ବରେ ଓ ତମ୍ବୁବାସ ପର୍ବରେ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବଳି ଉତ୍ସର୍ଗ କଲେ।


ମାତ୍ର ନିରୂପିତ ପର୍ବମାନର ସମୟରେ ଯେତେବେଳେ ଦେଶର ଲୋକମାନେ ସଦାପ୍ରଭୁଙ୍କ ଛାମୁକୁ ଆସିବେ, ସେତେବେଳେ ଯେଉଁ ଲୋକ ପ୍ରଣାମ କରିବା ପାଇଁ ଉତ୍ତର ଦ୍ୱାରର ପଥ ଦେଇ ଭିତରକୁ ଆସେ, ସେ ଦକ୍ଷିଣ ଦ୍ୱାରର ପଥ ଦେଇ ବାହାରି ଯିବ ଓ ଯେଉଁ ଲୋକ ଦକ୍ଷିଣ ଦ୍ୱାର ଦେଇ ଭିତରେ ପ୍ରବେଶ କରେ, ସେ ଉତ୍ତର ଦ୍ୱାରର ପଥ ଦେଇ ବାହାରି ଯିବ; ସେ ଯେଉଁ ଦ୍ୱାରର ପଥ ଦେଇ ଭିତରକୁ ଆସିଲା, ସେହି ପଥ ଦେଇ ଫେରିବ ନାହିଁ, ମାତ୍ର ଆପଣା ସମ୍ମୁଖସ୍ଥ ପଥ ଦେଇ ବାହାରି ଯିବ।


Swiv nou:

Piblisite


Piblisite